32.9 C
Balāngīr
Tuesday, May 20, 2025

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।

ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ ସାହି ପ୍ରମୁଖ ୪ ଗୋଟି ଅଙ୍ଗନବାଡି କେନ୍ଦ୍ରକୁ ନେଇ ଉକ୍ତ ପୋଷଣ ପକ୍ଷ କାର୍ଯ୍ୟକ୍ରମରେ ଗୋଦ ଭରାଇ, ଅନ୍ନ ପ୍ରସନ୍ନ କାର୍ଯ୍ୟକ୍ରମ ସହ ବିଭିନ୍ନ ଆଞ୍ଚଳିକ ପୃଷ୍ଟିକର ପୋଷଣ ଯୁକ୍ତ ଖାଦ୍ୟ ଏପରିକି ମାଣ୍ଡିଆରେ ପ୍ରସ୍ତୁତି ବିଭିନ୍ନ ଖାଦ୍ୟ ପ୍ରଦର୍ଶନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସି ଡ଼ି ପି ଓ ସଲୀଳା ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ କିଶୋରୀ ବାଳିକା ଓ ପ୍ରସୂତି ମାନଙ୍କୁ ପୃଷ୍ଟିକର ଯୁକ୍ତ ଖାଦ୍ୟର ଉପକାରୀତା ସମ୍ପର୍କରେ ସଚେତନତା କରାଇଥିଲେ ।

ଶେଷରେ କିଶୋରୀ ବାଳିକାମାନଙ୍କୁ ନେଇ ଏକ ସାଇକେଲ ଶୋଭାଯାତ୍ରା ପରିକ୍ରମା କରାଯାଇଥିଲା । ବବିତା ସେଠି, ପ୍ରମିଳା କୁମାରୀ ନାୟକ, ମମତା ଦାଶ, ଧରିତ୍ରୀ ଦାଶ, ପ୍ରମୁଖ ଅଙ୍ଗନବାଡି କର୍ମୀ ଓ ହେଲପରମାନେ ଉକ୍ତ କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...