32.9 C
Balāngīr
Tuesday, May 20, 2025

ଅଜଣା ଗାଡି ଧକ୍କାରେ ଜଣେ ମୃତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ସୁବର୍ଣ୍ଣପୁର, (୧୯/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ କେନ୍ଦୁମୁଣ୍ଡା ଛକ ଠାରେ ଅଜଣା ଗାଡି ଧକ୍କାରେ ଜଣେ ମୃତ

ମୃତ ବ୍ୟକ୍ତି ଜଣକ ହେଲେ କେନ୍ଦୁମୁଣ୍ଡା ଗାଁର ଶଶୀଭୂଷଣ ବିଭାର ବୋଲି ଜଣାପଡିଛି । ଶଶୀଭୂଷଣ ଶୌଚ ହେବା ପାଇଁ ଗାଁ’ର ଏକ ପୋଖରୀକୁ ଯିବା ବେଳେ ଏକ ଗାଡିଟି ଧକ୍କା ଦେଇଥିଲା । ସ୍ଥାନୀୟ ଲୋକଙ୍କ କହିବା ଅନୁଯାଇ ବୁର୍ଡା ପଟରୁ ସୋନପୁର ପଟକୁ ଆସୁଥିବା ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଶଶୀଭୁଷଣଙ୍କୁ ଗୁରୁତର ଅବସ୍ଥାରେ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ l ଡାକ୍ତର ତାକୁ ଦେଖିବା ପରେ ମୃତ ଘୋଷଣ କରିଥିଲେ । ଘଟଣା ସ୍ଥଳରେ ସୋନପୁର ପୁଲିସ ପହଞ୍ଚି ଅଧିକ ତଦନ୍ତ କରୁଛି l

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...