32.9 C
Balāngīr
Thursday, June 12, 2025

ଅଜଣା ଗାଡି ଧକ୍କାରେ ଯୁବକ ମୃତ

Must read

ସୁବର୍ଣ୍ଣପୁର, (୩୦/୦୫) ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ସିଣ୍ଡୋଲ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି lWhatsApp Image 2025 05 31 at 12.29.11 ଅଜଣା ଗାଡି ଧକ୍କାରେ ଯୁବକ ମୃତ

ମୃତ ଯୁବକ ଜଣକ ମାଙ୍କଡ ବାହାଲର ସୁଜିତ କର୍ମୀ ବୋଲି ଜଣାପଡିଛି l ସୂଚନା ଅନୁସାରେ ଆଜି ସୁଜିତ ଏବଂ ପିଣ୍ଟୁ ପଧାନ ଏକ ବାଇକ୍ ଯୋଗେ ଧମାକୁ ଧାନ କାଟିବାକୁ ଯାଉଥିଲେ l ସେହି ସମୟରେ ସିଣ୍ଡୋଲ ନିକଟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା l ଫଳରେ ଉଭୟେ ଛିଟିକି ପଡ଼ିଥିଲେ l ଘଟଣା ସ୍ଥଳରୁ ଏକ କାରରେ ଉଲୁଣ୍ଡା ଡାକ୍ତର ଖାନାରେ ଭର୍ତି କରିଥିଲେ l ମାତ୍ର ପ୍ରାଥମିକ ଚିକିତ୍ସା ପରେ ସୁଜିତକୁ ଡାକ୍ତର ମୃତ ଘୋଷଣା କରିଥିଲେ l ତେବେ ପିଣ୍ଟୁ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି l

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...