32.9 C
Balāngīr
Sunday, April 20, 2025

ଅଟୋ-ବାଇକ୍‌ ପିଟାପିଟି; ଜଣେ ମୃତ, ୫ ମେଡ଼ିକାଲ୍‌ରେ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନବରଙ୍ଗପୁର, (୦୨/୦୧) : ମଝି ରାସ୍ତାରେ ଅଟୋ ଓ ବାଇକ୍‌ ମୁହାଁମୁହିଁ ହୋଇଛି। ଯେଉଁଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ମେଡ଼ିକାଲ୍‌ରେ ଭର୍ତ୍ତି ହୋଇଛନ୍ତି ।

ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳରେ ଘଟିଛି । ତେନ୍ତୁଳିଖୁଣ୍ଟି ଥାନା କଣ୍ଟାଗାଁ ଗାଁର ଅଭିମନ୍ୟୁ ମାଝୀଙ୍କ ପରିବାର ଲୋକ ଏକ ଅଟୋରେ ନବରଙ୍ଗପୁର କୋର୍ଟକୁ ଯାଇଥିଲେ। କୋର୍ଟରେ କାମ ସାରିବା ପରେ ସେହି ଅଟୋରେ ସେମାନେ ନିଜ ଗାଁକୁ ଫେରୁଥିଲେ । ତେବେ ମୂଷାମୁଣ୍ଡିଗୁଡ଼ା ଛକ୍‌ରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଥିଲେ। ବାଇକ୍‌ ଚାଳକ ନବରଙ୍ଗପୁର ଥାନା କୁମୁଝର ଗାଁର ଭଗବାନ ଧାକଡ଼ଙ୍କ ମୃତ୍ୟୁ ଘଟିଥିଲା । ତେବେ ବାଇକ ପଛରେ ବସିଥିବା ଅନ୍ୟ ଜଣେ ବ୍ୟକ୍ତିଙ୍କ ସମେତ ଅଟୋରେ ଥିବା ୫ ଜଣ ଗୁରୁତର ହୋଇଥିଲେ । ସ୍ଥାନୀୟ ସମସ୍ତଙ୍କୁ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...