32.9 C
Balāngīr
Monday, April 28, 2025

ଅଦିନିଆ ବର୍ଷା ଚାଷୀକୁଳ କୁ କାଙ୍ଗାଳ କରିଦେଲା

Must read

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୨/୧୨) : ବଙ୍ଗୋପସାଗର ରେ ଉଠିଥିବା ଲଘୁଚାପ ଯୋଗୁଁ ଦକ୍ଷିଣ ଓଡିଶା ରେ କହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଚାଷୀକୁଳ କୁ କାଙ୍ଗାଳ କରିଦେଲା ବୋଲି ଚାଷୀ ମାନେ ଅଭିଯୋଗ କରିଛନ୍ତି ।

କାଶୀନଗର ବ୍ଲକ ରେ ପ୍ରାୟ ୧୦ ହଜାର ହେକ୍ଟର ରେ ଧାନ ଚାଷ ହୋଇଛି । ଅକ୍ଟୋବଶ ସୁଧ ନିଅଣ୍ଟିଆ ବର୍ଷା ଯୋଗୁଁ ଚାଷୀକୁଳ ବହୂ କଷ୍ଟ ରେ ନିଜ ଚେଷ୍ଟା ରେ ପାଣି ମଡ଼ାଇ ଚାଷ କରିଥିଲେ । ହେଲେ ଏବେ ଅଦିନିଆ ବର୍ଷା ଯୋଗୁଁ କାଟିଥିବା ଧାନ ବେରଙ୍ଗ ହୋଇଯିବା ସମ୍ଭାବନା ରହିଛି । ଏହି ଧାନ କୁ ଚାଷୀ ନା ମଣ୍ଡି ନା ମିଲର ନା ବାହାରେ ବିକ୍ରୀ କରିପାରିବେ । ଏଣୁ ଚାଷୀ ମାନଙ୍କ ୨୦ ଲକ୍ଷ ଟଙ୍କା ନଷ୍ଟ ହେବ ବୋଲି ରୟିତ ସଙ୍ଘ ସଭାପତି ପ୍ରଶାନ୍ତ ମିଶ୍ର କହିଛନ୍ତି । ମଣ୍ଡି ରେ ଏଫ କ୍ଯୁ ଧାନ କିଣିବେ ସରକାର ହେଲେ ଏହି ବେରଙ୍ଗୀ ଧାନ କିଏ କ୍ରୟ କରିବ ବୋଲି ସେ ପ୍ରଶ୍ନ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...