32.9 C
Balāngīr
Wednesday, April 23, 2025

ଅଦ୍ବିକା ଯୋଜନା ମାଧ୍ୟମରେ କିଶୋର କିଶୋରୀ ମାନଙ୍କ ନିମନ୍ତେ ଦ୍ବିତୀୟ ପର୍ଯ୍ଯାୟରେ ସ୍ୱତନ୍ତ୍ର ପରିଭ୍ରମଣ କାର୍ଯ୍ୟକ୍ରମ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରାୟଗଡା:୨୬/୩-ଆପ୍ର): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ତଥା ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାବରିଙ୍କ ଅନୁମୋଦନ କ୍ରମେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ମିଳିତ ସଂଯୋଜନାରେ ଜିଲ୍ଲାରେ ଅଦ୍ବିକା ଯୋଜନା ମାଧ୍ୟମରେ ଏକ ଦିନିଆ କିଶୋର କିଶୋରୀ ମାନଙ୍କ ନିମନ୍ତେ ଦ୍ବିତୀୟ ପର୍ଯ୍ଯାୟରେ ସ୍ୱତନ୍ତ୍ର ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା |625ccdf8 e4a5 4967 b622 fe9d41db2519 ଅଦ୍ବିକା ଯୋଜନା ମାଧ୍ୟମରେ କିଶୋର କିଶୋରୀ ମାନଙ୍କ ନିମନ୍ତେ ଦ୍ବିତୀୟ ପର୍ଯ୍ଯାୟରେ ସ୍ୱତନ୍ତ୍ର ପରିଭ୍ରମଣ କାର୍ଯ୍ୟକ୍ରମ

ଜିଲ୍ଲା ସମାଜ ମଙ୍ଗଳ ଉପ ବିଭାଗର ଭାରପ୍ରାପ୍ତ ସୁରକ୍ଷା ଅଧିକାରୀ ଶ୍ରୀମତୀ ଶୈଳଜା ଦାସ, ଆକ୍ସନ ଏଡ଼ ତରଫରୁ ବାଲ୍ୟ ବିବାହ ନିଷେଧ ଜିଲ୍ଲା ପରାମର୍ଶଦାତା ରତନେଶ୍ୱର ସାହୁ, ଗୁଣପୁର ଉପଖଣ୍ଡ କାର୍ଯ୍ୟକ୍ରମ ଅଧିକାରୀ କଲ୍ୟାଣ ମହାକୁଡ଼ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ | ଏହି କାର୍ଯ୍ୟକ୍ରମ ଅଧୀନରେ କିଶୋର କିଶୋରୀ ମାନେ ଓ୍ବାର୍ଲ୍ଡ ସ୍କିଲ ସେଣ୍ଟର, କଳିଙ୍ଗ ଷ୍ଟାଡିୟମ ଓ ଭୂବନେଶ୍ୱର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପ୍ରଭ୍ରୁଡି ବୁଲି ଦେଖିଥିଲେ।

ଅଦ୍ବିକା କ୍ଲବର ସଦସ୍ଯ ସଦସ୍ୟା ମାନେ ବିଭିନ୍ନ ଦକ୍ଷତା ବିକାଶ ଦ୍ବାରା ନିଜେ ଆତ୍ମ ନିର୍ଭରଶୀଳ ହୋଇ ପାରିବେ ତେଣୁ କେଉଁ ଦିଗ ପ୍ରତି ଗୁରୁତ୍ବ ଦେବାକୁ ହେବ ତାକୁ ଆଧାର କରି ଏହି ସ୍ବତନ୍ତ୍ର ପରିଭ୍ରମଣ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଛି ବୋଲି ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମିନତୀ ଦେଓ ମତ ଦେଇଥିଲେI ପ୍ରଥମ ଓ ଦ୍ବିତୀୟ ପର୍ଯ୍ଯାୟରେ ମୋଟ ୮୪ଜଣ ଭାଗନେଇ ଥିଲେ। କୌଶଳ ବିକାଶ କାର୍ଯ୍ୟକ୍ରମ ରେ କିଶୋର କିଶୋରୀ ମାନଙ୍କ ପାଇଁ କଣ ସବୁ ସୁବିଧା ରହିଛି ଓ ତାଲିମ ପରେ କର୍ମ ନିଯୁକ୍ତି ବ୍ଯବସ୍ଥା ବିଷୟରେ ବୁଝିଥିଲେ।ଏହାପରେ କିଶୋର କିଶୋରୀ ମାନେ ନିଜ ନିଜ ଘରକୁ ଫେରିଥିଲେ |

ଜିଲ୍ଲା ସ୍ତରୀୟ ୯୦ତମ ଓଡିଶା ଦିବସ ୨୦୨୫ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...