32.9 C
Balāngīr
Tuesday, July 15, 2025

ଅନଲାଇନ୍ ବେଟିଂ ଗେମର ପର୍ଦ୍ଦାଫାସ କଲା ବଲାଙ୍ଗୀର ପୋଲିସ; ୫ ଅଭିଯୁକ୍ତ ଗିରଫ, ଜବତ ହେଲା ୧୮ ମୋବାଇଲ ସହ ୩ ଲ୍ୟାପଟପ୍‌

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗୀର, (୦୩/୦୨) : ବଲାଙ୍ଗୀର ପୋଲିସକୁ ମିଳିଲା ବଡ଼ ସଫଳତା । ଅନଲାଇନ୍ ବେଟିଂ ଗେମରେ ପର୍ଦ୍ଦାଫାସ କଲା ବଲାଙ୍ଗୀର ପୋଲିସ

ରାଜ୍ୟ ତଥା ରାଜ୍ୟ ବାହାରେ ଚଳାଇଥିବା ଅନଲାଇନ୍ ବେଟିଂ ଗ୍ୟାଙ୍ଗକୁ କାବୁ କରିବାରେ ସକ୍ଷମ ହୋଇଛି ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍ । ଏସପିଙ୍କ ନିର୍ଦ୍ଦେଶରେ ଚଢାଉ କରାଯାଇଥିଲା । ଏହି ମାମଲାରେ ସମ୍ପୃକ୍ତ ଥିବା ୫ ଅଭିଯୁକ୍ତଙ୍କୁ ଗିରଫ କରିଛି କଣ୍ଟାବାଞ୍ଜି ପୋଲିସ । ଏହି ଅନଲାଇନ୍ ବେଟିଂ ଗେମର ମାଷ୍ଟରମାଇଣ୍ଡି ଜିତୁ ଜେନଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ୩ଟି ଲ୍ୟାପଟପ୍ ୧୮ଟି ମୋବାଇଲ ସହ ବ୍ୟାଙ୍କ ପାସ୍ ବୁକ୍ ଜବତ କରାଯାଇଛି । ଗିରଫଙ୍କ ମଧ୍ୟରୁ ୩ ଜଣ ରାଜ୍ୟ ବାହାରର ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ମିଳିଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...