32.9 C
Balāngīr
Sunday, April 20, 2025

ଅନ୍ତର୍ଜାତୀୟ ମହିଳା ସପ୍ତାହ ପାଳନ ଅବସରରେ ସୁଭଦ୍ରା ସଚେତନତା ଶୋଭାଯାତ୍ରା

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୦୫/୦୩) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ସପ୍ତାହ ପାଳନ ଅବସର ରେ ପଞ୍ଚମ ଦିବସ ରେ ବ୍ଲକ ସ୍ତରୀୟ ମହିଳା ଦିବସ ପାଳନ କରାଯାଇଛି lWhatsApp Image 2025 03 06 at 09.42.00 ଅନ୍ତର୍ଜାତୀୟ ମହିଳା ସପ୍ତାହ ପାଳନ ଅବସରରେ ସୁଭଦ୍ରା ସଚେତନତା ଶୋଭାଯାତ୍ରା

ମୁରିବାହାଲ ସିଡିପିଓ ପୁର୍ଣିମା ବୈଠାରୁ ଙ୍କ ନେତୃତ୍ୱରେ ସ୍ଥାନୀୟ ରାଜୀବ ଗାନ୍ଧୀ ସେବା କେନ୍ଦରୁ ବସ୍ତି ଯାଏ ଏକ ସୁଭଦ୍ରା ସଚେତନତା ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା l ମହିଳା ମାନେ ସ୍ୱାବଲମ୍ବି ହେବା, ସଶକ୍ତିକରଣ ଓ ସାକ୍ଷରତା ଲକ୍ଷ୍ୟ ସହ ଘରୋଇ ହିଂସା ରୁ ବାଲ୍ୟ ବିବାହ ରୁ ମୁକ୍ତ ହେବା ଓ ସୁଭଦ୍ରା ଯୋଜନା ରେ ସାମିଲ୍ ହୋଇ ଓଡ଼ିଶା କୁ ସମୃଦ୍ଧି କରିବା ଲକ୍ଷ୍ୟ ନେଇ ଆଜିର ଏହି ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା l”

WhatsApp Image 2025 03 06 at 09.42.01 ଅନ୍ତର୍ଜାତୀୟ ମହିଳା ସପ୍ତାହ ପାଳନ ଅବସରରେ ସୁଭଦ୍ରା ସଚେତନତା ଶୋଭାଯାତ୍ରାସୁଭଦ୍ରା ସହିତ ସାମିଲ୍ ହେବା -ଓଡ଼ିଶା ସମୃଦ୍ଧି ର ମଙ୍ଗ ଧରିବା ” ଇତ୍ୟାଦି ନାରା ଦେଇଥିଲେ ମହିଳା ମାନେ lଅଙ୍ଗନୱାଡ଼ି କର୍ମୀ, ସହାୟିକା, ସ୍ଵୟଂ ସହାୟିକା ଗୋଷ୍ଠୀ ମହିଳା, ସୁଭଦ୍ରା ହିତାଧିକାରୀ ଙ୍କ ସମେତ ସ୍ବେଛାସେବୀ ମହିଳା ସାମିଲ୍ ଥିଲେ l”

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...