32.9 C
Balāngīr
Tuesday, May 13, 2025

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି ମୋଟ ୧୦୩ ଲିଟର ବେଆଇନ ମହୁଲି ମଦ, ୪୧.୬୦୦ ଲିଟର ବିୟର, ସହିତ ୨ଟି ସ୍କୁଟି ଏବଂ ୨ଟି ମୋଟର ସାଇକେଲ ଜବତ କରାଯାଇଛି ।

ଏଥିସହିତ ମୋଟ ୫ଟି ମାମଲା ରୁଜୁ କରାଯିବା ସହ ୫ ଜଣ ଆସାମୀକୁ କୋର୍ଟ ଚାଲାଣ କରାଯାଇଛି । ସେମାନଙ୍କର ନାମ ହେଲା ସୁଖଲାଲ କେରକେର୍ଟା, ବିକାଶ ଅଗ୍ରୱାଲ, ମନୋଜ କୁମ୍ଭାର, ରାକେଶ ମାଝୀ, ମଧୁ ଟପ୍ପୋ । ଏହି ଚଢ଼ାଉରେ ଅବକାରୀ ଇନ୍ସପେକ୍ଟର ମୋହନ ପ୍ରଧାନ, ଇନ୍ସପେକ୍ଟର ଦିଲ୍ଲୀପ ନାୟକ, ଓଆଇସି ଆକାଶ ସାହୁ ,ଏସଆଇ ଅଜୟ ପ୍ରଧାନ, ଏସଆଇ ରୋହିତ ଦଣ୍ଡସେନା, ଏଏସଆଇ ବିଦୂତ ଭୂଷଣ ଦାସ, ଏଏସଆଇ ଯେମାମଣୀ କିସାନ, ଷ୍ଟାଫ ସୌମ୍ୟରଞ୍ଜନ ସାହୁ, ସୂର୍ଯ୍ୟକାନ୍ତ ସ୍ୱାଇଁ, ସପନ ସାହୁ, ହେମମଞ୍ଜରୀ ବିଶ୍ୱାଳ, ଅମର ରଞ୍ଜନ ମହାରଣା, ସୀମା କେରକେଟା, ସୁକାନ୍ତ ଅମାତ, ନବୀନ ଭୁୟାଁ, ନିରଞ୍ଜନ ରାଉତ, ପ୍ରଦୀପ ଲୁଗାନ, ବବୁଲ କୁମାର ସ୍ୱାଇଁ, ଲକ୍ଷ୍ମୀ ପାଣିଗ୍ରାହୀ ପ୍ରମୁଖ ସାମିଲ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...