32.9 C
Balāngīr
Tuesday, May 13, 2025

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର ।

ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି କରାଯାଇଛି । ତୁରେକେଲା ଥାନା ଢୋଲମାନ୍ଦଲ ଗାଁର ମଗଶିର ପରାଭୋଇ ଓ ତାଙ୍କ ସ୍ତ୍ରୀ ମୁରିବାହାଲ ଥାନା କୁମ୍ଭାରୀ ଗାଁକୁ ନିଜ ପୁଅ ପାଇଁ ଝିଅ ଦେଖିବାକୁ ଆସିଥିଲେ । କିନ୍ତୁ ଝିଅର ବିବାହ ବୟସ ହୋଇନଥିବାରୁ କନ୍ୟାପକ୍ଷ ଲୋକ ଝିଅ ବିବାହ ପାଇଁ ମନାକରିଦେଇଥିଲେ । ସେଠାରୁ ସ୍ୱାମୀ ସ୍ତ୍ରୀ ଝିଅକୁ ଅପହରଣ କରି ଫେରାର ମାରୁଥିବା ବେଳେ ପୋଲିସ ଉଭୟଙ୍କୁ କାବୁ କରି ଥାନାରେ ଅଟକ ରଖିଥିଲା । ବିଳମ୍ବିତ ରାତିରେ ମଗଶିର ପୋଲିସକୁ ଆକ୍ରମଣ କରି ଚମ୍ପଟ ମାରୁଥିବା ବେଳେ ତାକୁ କାବୁ କରାଯାଇଥିଲା । ଘଟଣା ସ୍ଥଳରେ କଣ୍ଟାବାଞ୍ଜି ଏସଡିପିଓ ପହଞ୍ଚି ତଦନ୍ତ ଚଳାଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସର ପ୍ରତିକ୍ରିୟା ମିଳିପାରିନାହିଁ ।

 

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...