32.9 C
Balāngīr
Tuesday, May 13, 2025

ଅରିଗାଁ – ବିନିକା ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ ସପ୍ତମ ରଜନୀ, ଅଷ୍ଟମଲ୍ଳ୍ ନିହତରେ ମହାରାଜ କଂସ ମର୍ମାହତ, ରାଣୀ ପଦ୍ମାବତୀଙ୍କ ଧନଶ୍ରୀ ଓଷା : ଗୋପପୁର ରେ ଅଷ୍ଟମଲ୍ଲ ନିହତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୯/୧୨) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅରିଗାଁ ଠାରେ ୨୦ତମ ଆଞ୍ଚଳିକ ଅରିଗାଁ – ବିନିକା ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ ଆଜି ସପ୍ତମ ରଜନୀରେ ଅଷ୍ଟମଲ୍ଲଙ୍କ ନିଧନ ରେ ମଥୁରାଧିପତି ମହାରାଜ କଂସ ମର୍ମାହତ ଏବଂ ରାଣୀ ପଦ୍ମାବତୀଙ୍କ ଧନଶ୍ରି ଓଷା ଆଦି ଦୃଶ୍ୟ ଅଭିନୀତ ହୋଇଥିଲା ।WhatsApp Image 2024 12 30 at 11.41.51 ଅରିଗାଁ - ବିନିକା ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ ସପ୍ତମ ରଜନୀ, ଅଷ୍ଟମଲ୍ଳ୍ ନିହତରେ ମହାରାଜ କଂସ ମର୍ମାହତ, ରାଣୀ ପଦ୍ମାବତୀଙ୍କ ଧନଶ୍ରୀ ଓଷା : ଗୋପପୁର ରେ ଅଷ୍ଟମଲ୍ଲ ନିହତ

ସେହିପରି ଗୋପପୁର (ଅରିଗାଁ ବସ୍ତି ମଣ୍ଡପ) ଠାରେ ନନ୍ଦତ୍ସବ, ଭଗବାନ ଶ୍ରୀକୃଷ୍ଣ ଓ ବଳରାମଙ୍କ ଦ୍ୱାରା ଅଷ୍ଟମଲ୍ଲ ନିହତ ଇତ୍ୟାଦି ଦୃଶ୍ୟ ଅଭିନୀତ ହୋଇଥିଲା। ମହାରାଜ କଂସଙ୍କ ନିର୍ଦ୍ଦେଶରେ ରାଜ ଦରବାରକୁ ଅତିଥି ଭାବେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନୟନ ମନ୍ତ୍ରୀ ରବିନାରାୟଣ ନାଏକ, ବୀରମହାରାଜପୁର ବିଧାୟକ ରଘନାଥ ଜଗଦଲା, ବିଜୟ କୁମାର ମହାକୁର, ଉଷତ୍ କର ପ୍ରମୁଖ ଯୋଗ ଦେଇଥିଲେ । ସେମାନଙ୍କୁ ସମ୍ବର୍ଦ୍ଧିତ କରଯାଇଥିଲା । ଏଥିରେ କାର୍ଯକାରୀ ସଭାପତି ବିଶ୍ବମ୍ବର ମିଶ୍ର ଅଧ୍ୟକ୍ଷତା କରିଥିବା ବେଳେ, ସୌମ୍ୟରଞ୍ଜନ ନାଇକ ଧନ୍ୟବାଦ୍ ଅର୍ପଣ କରିଥିଲେ । ଧନୁଯାତ୍ରା ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମିଲାଣି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...