32.9 C
Balāngīr
Tuesday, May 13, 2025

ଅସଦାଚରଣ ମାମଲାରେ ଗିରଫ ହେଲା ଅଟୋ ଡ୍ରାଇଭର

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାଜପୁର, (୦୭/୦୫) : ଆପ୍ର. : କର୍ମଜୀବୀ ମହିଳାଙ୍କୁ ଅଟୋ ଚାଳକଙ୍କ ସମେତ ଏକାଧିକ ବ୍ୟକ୍ତିଙ୍କ ଦ୍ଵାରା ଅସଦାଚରଣ ଘଟଣା ।

ଅଭିଯୁକ୍ତ ଅଟୋ ଡ୍ରାଇଭର ବଳରାମ ଦାସ ଙ୍କୁ ଗିରଫ କଲା ଯାଜପୁର ପୋଲିସ । ଗତ ଏପ୍ରିଲ ୨୨ ତାରିଖ ସନ୍ଧ୍ୟାରେ ଏକ ମହିଳାଙ୍କୁ ସହର ଉପକଣ୍ଠରେ ଏକ ଘରୋଇ ନର୍ସିଂହୋମରୁ ଘରକୁ ଅଟୋ ଯୋଗେ ଯିବା ସମୟରେ କିଛି ଅସାମାଜିକ ଯୁବକ ଅସଦାଚାରଣ ବ୍ୟବହାର ସହ ଦୁଷ୍କର୍ମ ଉଦ୍ୟମ କରିଥିଲେ। ଯେଉଁ ଘଟଣାରେ ମହିଳା ଜଣକ ଥାନାରେ ଏତଲା ଦେଇଥିଲେ । ସୂଚନାଯୋଗ୍ୟ ଅଭିଯୁକ୍ତ ଦଶରଥପୁର ଥାନା କୁଆଁର ଅଂଚଳର ଅଟେ । ଅଭିଯୁକ୍ତଙ୍କ ସମେତ ଅଟୋରେ ଥିବା ୨ଜଣ ଯାତ୍ରୀ ମାନେ ମଧ୍ୟ ଅସଦାଚରଣ କରିଥିଲେ। ପୋଲିସ ଅନ୍ୟ ଯାତ୍ରୀଙ୍କୁ ଧରିବା ପାଇଁ ଚେଷ୍ଟା ଜାରି ରଖିଥିବା ବେଳେ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ଏନେଇ ଯାଜପୁର ଥାନାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯାଜପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶିତିକଣ୍ଠ କାନୁନଗୋ । ଏହି ସାମ୍ବାଦିକ ସମ୍ମିଳନୀରେ ଯାଜପୁର ଏସଡିପିଓ ପ୍ରଶାନ୍ତ କୁମାର ମାଝୀ, ଯାଜପୁର ଥାନା ଅଧିକାରୀ ଶରତ ଚନ୍ଦ୍ର ପାତ୍ର ଉପସ୍ଥିତ ଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...