32.9 C
Balāngīr
Friday, April 25, 2025

ଆଇଲାରେ ଦେଖ ଚଇତି ପରଵର ଶୁଭ ଉଦ୍ଘାଟନ

Must read

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୨୧/୧୨) : ଆଇଲାରେ ଦେଖ ଚଇତି ପରଵର ଶୁଭ ଉଦ୍ଘାଟନ

ଆଜି ଗୁଣପୁର ଚ଼ଇତି ମହୋତ୍ସବ ସାଂସ୍କୃତିକ କାର୍ଯ୍ୟକ୍ରମରେ ଚ଼ଳିତ ଗୁଣପୁର ଚଇତି ଇଡ଼ିତାଲ ୨୦୨୪ ନିମନ୍ତେ ଗୁଣପୁର ପ୍ରଶାସନ ଆନୁକୁଲ୍ୟରେ ଦିଲୀପ କୁମାର ଚୌଧୁରୀଙ୍କ ନିର୍ଦ୍ଦେଶନା ଓ ପରିକଳ୍ପନାରେ ଏକ ସୁନ୍ଦର ଗୀତ “ଆଇଲାରେ ଦେଖ ଚ଼ଇତି ପରବ” ରାୟଗଡ଼ ଜିଲ୍ଲାପାଳ ପାରୁଲ ପାଟୱାରୀ, ଗୁଣପୁର ଉପ ଜିଲ୍ଲାପାଳ କିରଣ ଦୀପ କୌର ସହୋତା , ପ୍ରକଳ୍ପ ପ୍ରଶାସକ ସମନ୍ନିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ସଂସ୍ଥା ଅଜୟ କୁମାର ପ୍ରଧାନ, କମାଣ୍ଡାଟ ବ୍ରଜ ମୋହନ ନାୟକ ଓ ଗାନ୍ଧୀ ବିଶ୍ଵ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ଚନ୍ଦ୍ରଧୂଜ ପଣ୍ଡା ପ୍ରମୁଖଙ୍କ ଦ୍ଵାରା ଶୁଭମୁକ୍ତି ହୋଇଥିଲା ।

ଗୀତଟିକୁ କଣ୍ଠଦାନ କରିଛନ୍ତି ମନୋଜ କୁମାର ଜେନା ଓ ସନ୍ଧ୍ୟାରାଣୀ ପଣ୍ଡା, ଗୀତ ରଚନା କରିଛନ୍ତି ସଦାନନ୍ଦ ଶବର, ରେକଡିଂ କରିଛନ୍ତି ଜୋଶ୍ ମଣ୍ଡଳ, ସହଯୋଗ କରିଛନ୍ତି ଅଶୋକ କୁମାର କର, ଚ଼ନ୍ଦନ ଶବର ଓ କର୍ଣ୍ଣ ଶବର ଏବଂ ଉପଦେଷ୍ଟା ଅଛନ୍ତି ଡଃ ଚନ୍ଦ୍ରଧ୍ୱଜ ପଣ୍ଡା ଓ ଅକ୍ଷୟ ଦାଶ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...