32.9 C
Balāngīr
Sunday, April 20, 2025

ଆକ୍ସନ ମୁଡରେ ଜଳେଶ୍ବର ତହସିଲଦାର, ପଶ୍ଚିମବଙ୍ଗକୁ ବାଲି ଚାଲାଣ ବେଳେ ଚଢ଼ାଉ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଜଳେଶ୍ବର, (୨୧/୦୨) : ବାଲି ଚୋରା ଚାଲାଣ ବେଳେ ଚଢ଼ାଉ । ହାଇୱା ଗାଡି ଛାଡି ଚମ୍ପଟ ମାରିଲେ ବାଲି ମାଫିଆ । ବେଆଇନ ବାଲି ଚାଲାଣ ଉପରେ ରୋକ୍ ଲଗାଇବା ପାଇଁ ଆକ୍ସନ ମୁଡରେ ଜଳେଶ୍ବର ତହସିଲଦାର ।

୬୦ ନମ୍ବର ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଗତକାଲି ବିଳମ୍ବିତ ରାତିରୁ ଚାଲିଛି ଯାଞ୍ଚ । ୫୦ରୁ ଅଧିକ ବାଲି ବୋଝେଇ ଡମ୍ପର ଜବତ । ପଶ୍ଚିମବଙ୍ଗ କୁ ବେଆଇନ ଭାବରେ ବାଲି ଚୋରା ଚାଲାଣ ହେଉଥିବା ନେଇ ବାରମ୍ବାର ଅଭିଯୋଗ ପରେ ଜଳେଶ୍ବର ତହସିଲଦାର ସତ୍ଯଜିତ ମହାନ୍ତିଙ୍କ ନେତୃତ୍ବ ରେ ଏକ ସ୍ବତନ୍ତ୍ର ଟିମ୍ ଜାତୀୟ ରାଜପଥରେ ବିଭିନ୍ନ ସ୍ଥାନରେ ଚଢଉ କରିବା ସହ ଗାଡ଼ି ଗୁଡିକର ପରମିଟ ଯାଞ୍ଚ କରିଥିଲେ । ଚଢ଼ାଉରେ ରାଜସ୍ବ ବିଭାଗର ଅଧିକାରୀଙ୍କ ସମେତ ଜଳେଶ୍ବର ଥାନା ପୋଲିସ ସାମିଲ ହୋଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...