32.9 C
Balāngīr
Tuesday, July 15, 2025

ଆକ୍ସନ ମୋଡରେ ଜିଲ୍ଲାପାଳ, ରାତିଅଧରେ ସରପ୍ରାଇଜ ଭିଜିଟ୍

Must read

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୧୭/୦୨) : ଆକ୍ସନ ମୋଡରେ ଜିଲ୍ଲାପାଳ। ରାତିଅଧରେ ସରପ୍ରାଇଜ ଭିଜିଟ୍। ଗତକାଲି ବିଳମ୍ବିତ ରାତିରେ ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ

କିପରି ଚାଲୁଛି ରୋଗୀସେବା ତାର ବାସ୍ତବ ସ୍ଥିତି ବୁଲି ଦେଖିଥିଲେ । ରାତିରେ ଡାକ୍ତର ରହୁନଥିବା ଜାଣିବା ପରେ ଅଚାନକ ଗସ୍ତ କରିଥିଲେ । ରୋଗୀଙ୍କୁ ଦେଖିବା ପାଇଁ ଡାକ୍ତର ନ ଥିବା ଜାଣି ସମ୍ପୃକ୍ତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ । ସମ୍ପୃକ୍ତ ଡାକ୍ତରଙ୍କୁ ସୋ’ କଜ ନୋଟିସ ଜାରି କରିବାକୁ CDMOଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଗତ କିଛି ଦିନ ହେବ ମା ଓ ଶିଶୁ ମାନଙ୍କ ଚିକିତ୍ସା ପାଇଁ ଉଦିଷ୍ଟ MCH ରେ ଡାକ୍ତର ରାତିରେ ରହୁନଥିବା ଅଭିଯୋଗ ହୋଇ ଆସୁଥିଲା । ଗତ ୩ ତାରିଖରେ ଚାଷୀ ବେଶରେ ମଣ୍ଡି ବୁଲି ମଣ୍ଡି ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ ଜିଲ୍ଲାପାଳ ।

 

- Advertisement -spot_img

More articles

- Advertisement -spot_img

Latest article

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...

ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ମତେ...

ବୀରମହାରାଜପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର...

ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିଦର୍ଶନ

ପୁରୁଷୋତ୍ତମପୁର, (୧୫/୦୭) :ଆପ୍ର. : ପୁରୁଷୋତ୍ତମପୁର ରଥସାହି ରେ ଦୀର୍ଘ ୩୫୦ ବର୍ଷ ରୁ ଅଧିକ ସମୟ ଧରି ବିଜେ କରିଥିବା ଜଗନ୍ନାଥ ମନ୍ଦିର ର ନବୀକରଣ ପାଇଁ ପୁରୀ ମୁକ୍ତି ମଣ୍ଡପ...