32.9 C
Balāngīr
Friday, June 13, 2025

ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟି ରଖି ବୈପାରୀଗୁଡା ବ୍ଲକ କଂଗ୍ରେସ ପାର୍ଟି ଅଣ୍ଟା ଭିଡିଛି

Must read

ରିପୋର୍ଟ : ଏନ. ସନ୍ତୋଷ
ବୈପାରୀଗୁଡା,(୨୭/୦୯) : ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟି ରଖି ବୈପାରୀଗୁଡା ବ୍ଲକ କଂଗ୍ରେସ ପାର୍ଟି ଅଣ୍ଟା ଭିଡିଛି l ସ୍ଥାନୀୟ କଂଗ୍ରେସ ଭବନ ଠାରେ ଏନେଇ ଏକ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି l

ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟି ରଖି କଂଗ୍ରେସ ପାର୍ଟିର ବ୍ଲକ ସଭାପତି ଗୌର ଚନ୍ଦ୍ର ପlତ୍ରଙ୍କ ନେତୃତ୍ୱରେ ଆୟାଜିତ ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ କର୍ମୀ ପି. ରମେଶ ପlତ୍ର ଦଳକୁ କିପରି ମଜବୁତ କରିବା ସେ ନେଇ ଆଲୋକପାତ କରିଥିଲେ l ସେହିପରି ବିଭିନ୍ନ ପଞ୍ଚାୟତ ସ୍ତରୀୟ ସଭାପତି ଏବଂ ପ୍ରମୁଖ କର୍ମକର୍ତ୍ତାଙ୍କ ଉପସ୍ଥିତରେ ନୂତନ ଭାବେ କାର୍ଯକାରୀ କମିଟି ଗଠନ ହୋଇଯାଇଛି l

ନୂତନ କାର୍ଯକାରୀ କମିଟିର ସଭାପତି ଭାବେ ମହେନ୍ଦ୍ର ଦଳେଇଙ୍କୁ ଚୟନ କରାଯାଇଥିବା ବେଳେ କମିଟିରେ ସଦସ୍ୟ ଭାବେ ଏମ.ବାଲାଜୀ ରାଓ, ସତ୍ୟ ନାରାୟଣ ମହାନ୍ତି, ବାସୁଦେବ ଗଲରି, ଏମ. ଅଶୋକ, ମୋହନ ଶ୍ରୀକରଲିଆ, ଅକ୍ଷୟ ଜେନା, ରାମଖିଲ, ଧନେଶ୍ୱର ମାଝୀ, ରଘୁନାଥ ନାୟକ, ଜଗନ୍ନାଥ ବିଷେଇ, ନନ୍ଦ ମୁଦୁଲି, ନରସିଙ୍ଗ ହରିଜନ, ଫୁଲଚନ୍ଦ୍ର ନାୟକ, ଜଗନ୍ନାଥ ନାୟକ, ପ୍ରମୁଖ ସଦସ୍ୟ ଭାବେ ପଞ୍ଚାୟତ ନିର୍ବାଚନ ରଣନୀତି ପ୍ରସ୍ତୁତ କରିବେ ବୋଲି ପ୍ରକଶ ରହିଛି l

ଚଳିତ ପଞ୍ଚାୟତ ନିର୍ବାଚନରେ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ରଣ ନୀତି ପ୍ରସୂତ ହେବ ବୋଲି ସୂଚନା ରହିଛି l

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...