32.9 C
Balāngīr
Sunday, July 13, 2025

ଆଜିଠୁ ଆରମ୍ଭ ହେଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୫/୦୨) : ଶନିବାର ଠାରୁ CBSE ପରୀକ୍ଷା । ଆଜିଠୁ ଆରମ୍ଭ ହେଉଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ସକାଳ ସାଢ଼େ ୧୦ଟାରୁ ଏକଜାମ୍ ଆରମ୍ଭ ହେବ । ଦଶମ ପରୀକ୍ଷା ମାର୍ଚ୍ଚ ୧୮ ତାରିଖ ଯାଏ ଏବଂ ଦ୍ୱାଦଶ ପରୀକ୍ଷା ଆସନ୍ତା ଏପ୍ରିଲ ୪ ଯାଏ ଚାଲିବ । ଏଥର ସାରା ଦେଶରେ ୭, ୮୪୨ ଏବଂ ବିଦେଶରେ ୨୬ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୪୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ପ୍ରଥମ ଦିନରେ ଦଶମ ଇଂରାଜୀ ପରୀକ୍ଷା ରହିଛି । ଦଶମ ପରୀକ୍ଷା ସୂଚୀ ଅନୁସାରେ ଆଜି ଇଂରାଜୀ, ୨୦ ତାରିଖରେ ବିଜ୍ଞାନ, ୨୨ରେ ସଂସ୍କୃତ, ୨୫ରେ ସୋସିଆଲ୍‌ ସାଇନ୍ସ, ୨୮ରେ ହିନ୍ଦୀ, ମାର୍ଚ୍ଚ ୧୦ରେ ଗଣିତ, ୧୭ରେ ଓଡ଼ିଆ ଓ ୧୮ ତାରିଖରେ କମ୍ପ୍ୟୁଟର ପରୀକ୍ଷା ରହିଛି । ସେହିପରି ଦ୍ୱାଦଶ ଶ୍ରେଣୀର ଆସନ୍ତାକାଲି ଏଣ୍ଟରପ୍ରାଇଜେସ୍‌ ରହିଛି ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...