32.9 C
Balāngīr
Sunday, July 13, 2025

ଆଜିଠୁ ଶୀତକାଳୀନ ପକ୍ଷୀ ଗଣନା : ୩ଟି ସ୍ଥାନକୁ ଅଧିକା ଗୁରୁତ୍ୱ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୮/୦୧) : ରାଜ୍ୟରେ ଆଜିଠୁ ପକ୍ଷୀ ଗଣନା ଆରମ୍ଭ ହୋଇଯାଇଛି । ରାଜ୍ୟରେ ପ୍ରଥମ ଥର ପାଇଁ ୫୨ଟି ବନଖଣ୍ଡରେ ଏକକାଳୀନ ପକ୍ଷୀ ଗଣନା କରାଯାଉଛି ।

ଚିଲିକା, ଭିତରକନିକା ଓ ହୀରାକୁଦକୁ ବେଶି ଗୁରୁତ୍ୱ ଦିଆଯାଇଛି କାରଣ ୩ଟି ସ୍ଥାନକୁ ସର୍ବାଧିକ ପକ୍ଷୀ ଦେଖାଯାନ୍ତି । ତେବେ ଏହି ପକ୍ଷୀ ଗଣନାରେ ଚିଲିକାରେ ୨୧ଟି ଟିମ୍, ହୀରାକୁଦରେ ୩୨ଟି ଟିମ୍ ଓ ଭିତରକନିକାରେ ୧୮ଟି ଗ୍ରୁପ ନିୟୋଜିତ ହୋଇଛନ୍ତି । ସେହିପରି ପୁରୀ ବନ୍ୟପ୍ରାଣୀ ଡିଭିଜନରେ ୨୫ଟି ଟିମ୍, ବଣାଇ ଡିଭିଜନ୍‌ର ୭ଟି ରେଂଜରେ ୧୮ ଟିମ୍, କୋରାପୁଟ ବନାଞ୍ଚଳର ୫ଟି ରେଂଜରେ ୫ଟି ଟିମ୍‌ ଦ୍ବାରା ପକ୍ଷୀଗଣନା କରାଯାଉଛି । ପ୍ରତି ଗ୍ରୁପରେ ପକ୍ଷୀ ବିଶେଷଜ୍ଞ, ବନ କର୍ମଚାରୀଙ୍କ ସମେତ ୫-୬ ଜଣ ସଦସ୍ୟ ରହିଛନ୍ତି । ୨୦୨୪ରେ ୭ଟି ରେଞ୍ଜରେ ୩୨ ପ୍ରକାର ପକ୍ଷୀ ଚିହ୍ନଟ କରାଯାଇଥିଲା । ତେବେ ଦେଖିବାକୁ ବାକି ରହିଲା ଚଳିତ ବର୍ଷ ଅଧିକ ପକ୍ଷୀ ହେବେ ନା କମ୍ ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...