32.9 C
Balāngīr
Friday, April 25, 2025

ଆଜି ଆନ୍ତର୍ଜାତୀୟ ମହିଳା ଦିବସ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୮/୦୩) : ନାରୀ ହେଉଛି ଶକ୍ତି, ସଂଘର୍ଷ ଏବଂ ସଫଳତାର ପରିଚୟ, ନାରୀ ପାଇଁ କୌଣସି କାମ ଅସମ୍ଭବ ନୁହେଁ । ଆଜି ନାରୀମାନେ ପୁରୁଷ ମାନଙ୍କ ସହ କାନ୍ଧକୁ କନ୍ଧ ମିଳାଇ ଚାଲିଛି ।

ପୁରସ୍କାର ଜିତିଛି ସଫଳତା ଜିନୁଚି। ତେବେ ମହିଳାଙ୍କ ପ୍ରତି ସମ୍ମାନ ଓ ଶ୍ରଦ୍ଧାର ନିଦର୍ଶନ ପୂର୍ବକ ସାରା ବିଶ୍ଵରେ ମାର୍ଚ ୮ ତାରିଖକୁ ବିଶ୍ବ ମହିଳା ଦିବସ ଭାବରେ ପାଳନ କରାଯାଏ। ଏହାସହିତ ସମାଜରେ ମହିଳା ମାନଙ୍କ ଅର୍ଥନୈତିକ, ରାଜନୈତିକ ଏବଂ ସାମାଜିକ ଅଭିବୃଦ୍ଧି ପାଇଁ ମଧ୍ୟ ଏହାକୁ ପାଳନ କରାଯାଏ। ଏହି ଦିବସ ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମହିଳା ମାନଙ୍କୁ ସମାଜରେ ସେମାନଙ୍କ ଉଚିତ ସ୍ଥାନ ଦେବା ଏବଂ ସେମାନଙ୍କ ଉପଲବ୍‌ଧିକୁ ସର୍ବସାଧାରଣରେ ପ୍ରୋତ୍ସାହନ ଦେବା। ତେବେ ଆଜିର ଏହି ଦିନକୁ ବେଶ୍ ଧୁମ ଧାମ ରେ ପ୍ଲାନ କରୁଛନ୍ତି ବିଭିନ୍ନ ଅନୁଷ୍ଠାନ। ମହିଳାମାନେ ଏକତ୍ରିତ ହୋଇ ନିଜ ଦିନକୁ ବେଶ୍ ଉତ୍ସାହର ସହିତ ପାଳନ କରୁଛନ୍ତି।

 

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...