32.9 C
Balāngīr
Tuesday, May 20, 2025

ଆଜି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଭୁବନେଶ୍ୱର, (୨୩/୦୪) : ଆପ୍ର. : ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜି ଠାରୁ ସମସ୍ତ ସ୍କୁଲ ଜୁନ ୧୮ ପର୍ଯ୍ୟନ୍ତ ବନ୍ଦ ରହିବ

ସ୍କୁଲ ପିଲାଙ୍କ ପାଇଁ ଆଜି ଠାରୁ ହିଁ ଖରା ଛୁଟିର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିବ । ସେହିପରି ଗ୍ରୀଷ୍ମପ୍ରବାହ ପାଇଁ ଆଜିଠାରୁ କଲେଜ ଗୁଡିକ ୫ ଦିନ ପାଇଁ ବନ୍ଦ ରହିବ । ଏପରିକି ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...