32.9 C
Balāngīr
Tuesday, May 13, 2025

ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା: ୭ ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୦୧/୦୫) : ଆପ୍ର. : ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆଜି ତାଣ୍ଡବ ରଚିବ କାଳବୈଶାଖୀ ବର୍ଷା ।

ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ଅଞ୍ଚଳରେ କୁଆପଥର ସହ ପ୍ରବଳ ବର୍ଷା ହୋଇପାରେ। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ଦିନ ତାପମାତ୍ରା ୩୭ ଡିଗ୍ରୀକୁ ଖସି ଆସିଥିବାବେଳେ ାଗାମୀ ୩ ଦିନ ପରେ ୪ ଡିଗ୍ରୀ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ବଢିବା ସମ୍ଭାବନା ରହିଛି ।

 

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...