32.9 C
Balāngīr
Sunday, July 13, 2025

ଆଜି ବିଶ୍ୱ କବିତା ଦିବସ : ମନର ଭାବନାକୁ ପରିପ୍ରକାଶ କରିବାର ଉତ୍ତମ ମାଧ୍ୟମ କବିତା

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ଭୁବନେଶ୍ୱର, (୨୧/୦୩) : ଆ.ପ୍ର. : ମନର ଭାବନାକୁ ପରିପ୍ରକାଶ କରିବା ପାଇଁ କବିତା ଏକ ଉତ୍ତମ ମାଧ୍ୟମ ଅଟେ । ଅନୁଭବ ଓ ଭାବପ୍ରବଣତା ପରିପ୍ରକାଶ କରିବାର ଏକ ସୁନ୍ଦର ସ୍ବରୂପ ।

ଆଜି ବିଶ୍ୱ କବିତା ଦିବସ । ତେଣୁ କବିତା ରଚନା କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରଶଂସା କରିବା ଏବଂ ନୂଆ ଯୁବପିଢିଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମାର୍ଚ୍ଚ ୨୧ ତାରିଖକୁ ବିଶ୍ୱ କବିତା ଦିବସ ଭାବେ ପାଳନ କରାଯାଏ । ୧୯୯୯ ମସିହାରେ ଜାତିସଂଘର ଶୈକ୍ଷିକ, ବୈଜ୍ଞାନିକ ଓ ସାଂସ୍କୃତିକ ସଂଘଟନ( UNESCO) ର ୩୦ତମ ଅଧିବେଶନରେ ମାର୍ଚ୍ଚ ୨୧ ତାରିଖକୁ ବିଶ୍ୱ କବିତା ଦିବସ ଭାବେ ପାଳନ କରିବା ନିଷ୍ପତ୍ତି ନିଆଯାଇଥିଲା ।

ଏଥି ସହ କ୍ଷେତ୍ରୀୟ, ରାଷ୍ଟ୍ରୀୟ ତଥା ଅନ୍ତରାଷ୍ଟ୍ରୀୟ ସ୍ତରରେ କବିତା ଆନ୍ଦୋଳନକୁ ମାନ୍ୟତା ଏବଂ ପ୍ରୋତ୍ସାହନ କରାଯାଉଛି। ଏହି ଅବସରରେ ଉଭୟ ପ୍ରଚୀନ ଓ ଆଧୁନିକ କବିତାଗୁଡିକୁ ସମ୍ମାନ ପ୍ରଦର୍ଶନ କରିବାଲ ସହ କବିତା ପରମ୍ପରାକୁ ଉଜ୍ଜୀବିତ କରିବା ଉପରେ ଗୁରୁତ୍ବାରୋପ କରାଯାଉଛି ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...