32.9 C
Balāngīr
Wednesday, April 23, 2025

ଆଜି ବି ଥରାଇବ ଶୀତ, କାଲି ବଢ଼ିବ କୁହୁଡ଼ି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୪/୦୧) : ଶୀତରେ ଥରୁଛି ସାରା ଓଡ଼ିଶା। ହାଡ଼ ଭଙ୍ଗା ଜାଡ଼ ଜାରି ରହିଛି। ଶୀତ ସାଙ୍ଗ କୋହଲା ପବନ ବି ବହୁଛି ।

ଦିନ ୧୨ଟା ଯାଏ ବି କମୁନି ଶୀତ । ଫଳରେ ଲୋକେ ଘରୁ ବାହାରିବା ମୁସିକିଲ ହୋଇପଡିଛି । ପାଣିପାଗ ବିଭାଗ ସୂଚନା ଦେଇଛି ଯେ ଆଜି ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି । ଆସନ୍ତାକାଲି କିମ୍ବା ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ସେହିପରି ଆଜି ଏବଂ ଆସନ୍ତାକାଲି ସକାଳ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡି ସମ୍ଭାବନା ରହିଛି।ବିଶେଷକରି ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ନୟାଗଡ଼ କେନ୍ଦୁଝର ମୟୂରଭଂଜରେ କୁହୁଡି ସମ୍ଭାବନା ରହିଛି । ତେବେ ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି କହିଛି ପାଣିପାଗ ବିଭାଗ ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...