32.9 C
Balāngīr
Tuesday, May 13, 2025

ଆଜି NEET UG ପରୀକ୍ଷା, ଦେଶର ୫୦୦ ସହରରେ ହେବ ପରୀକ୍ଷା

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୦୪/୦୫) : ଆପ୍ର. : ଆଜି NEET UG ପରୀକ୍ଷା। ଦେଶର ୫୦୦ ସହରରେ ହେବ NEET ପରୀକ୍ଷା । ଦିନ ୨ଟାରୁ ସନ୍ଧ୍ୟା ୫ଟା ଯାଏ ପରୀକ୍ଷା ଚାଲିବ ।

୫,୪୫୩ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଚଳିତ ବର୍ଷ ପରିକ୍ଷାର୍ଥୀଙ୍କ ପାଇଁ ଅଧିକ ୭୦୦ ସେଣ୍ଟର କରାଯାଇଛି । ଗତବର୍ଷ ୪ ହଜାର ୭୫୦ କେନ୍ଦ୍ରରେ ପରୀକ୍ଷା ହୋଇଥିଲା। ଏଥର ମୋଟ ୨୨ ଲକ୍ଷ ୭୦ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ତେବେ ଗତବର୍ଷ ଠାରୁ ଏବର୍ଷ କମ ପିଲା ପରୀକ୍ଷା ଦେଉଛନ୍ତି। ଗତବର୍ଷ ୨୪ ଲକ୍ଷ ପିଲା ପରୀକ୍ଷା ଦେଇଥିଲେ । ପରୀକ୍ଷା ପରିଚାଳନା ନେଇ NTA ପକ୍ଷରୁ ଚୂଡ଼ାନ୍ତ ପ୍ରସ୍ତୁତି ସରିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...