32.9 C
Balāngīr
Saturday, April 26, 2025

ଆଠଗଡ଼ରେ ବୁଲୁଛି ବାଘ, ଲୋକଙ୍କୁ ଭୟଭୀତ ନହେବାକୁ DFOଙ୍କ ଅପିଲ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଆଠଗଡ଼, (୦୬/୦୨) : ଆଠଗଡ଼ରେ ବୁଲୁଛି ବାଘ । ନରସିଂହପୁର ଇଷ୍ଟ ରେଞ୍ଜର ରାସ୍ତା କଡ଼ରେ ଦେଖିବାକୁ ମିଳିଛି କଲରା ପତରିଆ ବାଘ ।

ବନଖଣ୍ଡର ତିଗିରିଆ ଠାରୁ ବଡମ୍ବା, ନରସିଂହପୁର ହିନ୍ଦୋଳ ପର୍ଯ୍ୟନ୍ତ ବାଘଟି ବୁଲୁଥିବା ଦେଖିବାକୁ ମିଳୁଛି । ରାସ୍ତାରେ ବୁଲୁଥିବା ବେଳେ କଲରାପତରିଆର ଭିଡିଓ ମୋବାଇଲରେ କଏଦ ହୋଇଛି । ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି । ବାଘକୁ ଦେଖିବା ପରେ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇ ଛି। ବାଘର ଗତିବିଧି ଉପରେ ନଜର ରଖାଯାଉଛି ବୋଲି ବନବିଭାଗ କହିଛି। ଆଠଗଡ଼ ବନଖଣ୍ଡରେ ୩ ରୁ ୪ଟି କଲରାପତରିଆ ବାଘ ଥିବା କୁହାଯାଉଛି। ସେମାନେ ଏହି ଅଞ୍ଚଳର ବୁଲାବୁଲି କରୁଥିବା ଲୋକେ କହୁଛନ୍ତି । ଲୋକମାନଙ୍କୁ ଭୟଭୀତ ନହେବାକୁ ଆଠଗଡ଼ DFO ଅପିଲ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...