32.9 C
Balāngīr
Sunday, April 20, 2025

ଆଠଗାଁରେ ଗୋଷ୍ଠୀ ସଂଘର୍ଷ, ଜଣଙ୍କୁ ପଥରରେ ଛେଚି ହତ୍ୟା

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗିର, (୦୫/୦୩) : ତୁଷୁରା ଥାନା ଆଠଗାଁରେ ଗୋଷ୍ଠୀ ସଂଘର୍ଷରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି ।

୪ଜଣ ଗୁରୁତର ଆହତଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଛି। ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ଆଠଗାଁରେ ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି । ଗୁଣି ସନ୍ଦେହରେ ଉଭୟ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା ।

ଉଭୟ ପରିବାର ମଧ୍ୟରେ ପିଟାପିଟି ହୋଇଥିଲେ। ଗୁଣିଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ସଦସ୍ୟ ଅନ୍ୟ ପରିବାର ଜଣଙ୍କୁ ପଥରରେ ଛେଚି ଛେଚି ହତ୍ୟା କରିଥିଲେ । ଏହି ଗୋଷ୍ଠୀ ସଂଘର୍ଷରେ ଉଭୟ ପରିବାରର ୪ ଗୁରୁତର ହୋଇଛନ୍ତି ଏବଂ ସେମାନଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ତୁଷୁରା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ ପରେ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...