32.9 C
Balāngīr
Saturday, April 26, 2025

ଆଦିବାସୀ ମହାବିଦ୍ୟାଳୟରେ ରେଡ୍ ରିବନ କ୍ଲବ୍ ପକ୍ଷରୁ ବିଶ୍ଵ ଏଡ୍ସ ଦିବସ ପାଳିତ

Must read

ରିପୋର୍ଟ : ବିଭୂତି ଲହରିଆ
ବାଲିଗୁଡା, (୩୧/୧୧) : ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରେଡ୍ ରିବନ କ୍ଲବ୍ ପକ୍ଷରୁ ବିଶ୍ଵ ଏଡସ ଦିବସ ପାଳିତ ହୋଇଯାଇଛି ।

ଉକ୍ତ ସଭାରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ରେଡ୍ ରିବନ କ୍ଲବ୍ ଜିଲ୍ଲା ସଂଯୋଜକ ଡ଼ ବିଭୂତି ଭୂଷଣ ଆଚାର୍ଯ୍ୟ ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ବିବେକାନନ୍ଦ ମଲାଣ କାଉନସେଲର ଦଣ୍ଡପାଣି ଭୂୟାଁ ଅଧ୍ୟାପକ ଦୁଷ୍ମନ୍ତ ଶବର କ୍ରୀଡା ପ୍ରଶିକ୍ଷକ ଗଙ୍ଗାଧର ପଣ୍ଡା ଯୋଗ ଦେଇ ଦିବସର ତାତ୍ପର୍ଯ୍ୟ ସମ୍ପର୍କ ରେ କହିଥିଲେ । ସ୍ଵେଚ୍ଛାସେବୀ ମାନେ ଏହି ଦିବସ ସମ୍ପର୍କ ନିଜନିଜର ମତ ବିଶାରଦଙ୍କ ଦ୍ଵାରା ବୁଝିଥିଲେ। ଏହିକାର୍ଯ୍ୟକ୍ରମ ରେ ବହୁସଂଖ୍ୟାରେ ଯୁକ୍ତ ଦୁଇ ଓ ଯୁକ୍ତ ତିନି କଳା ବିଜ୍ଞାନ ଏବଂ ବାଣିଜ୍ୟ ଛାତ୍ରୀଛାତ୍ର ଏଥିରେ ଅଂଶ ଗ୍ରହଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...