32.9 C
Balāngīr
Sunday, July 20, 2025

ଆନନ୍ଦପୁରରେ ଟ୍ରକ ସହ ସ୍କୁଲ ଗାଡ଼ି ଦୁର୍ଘଟଣା : ଡ୍ରାଇଭର ମୃତ, ୮ ଛାତ୍ରଛାତ୍ରୀ ଆହତ

Must read

ଆନନ୍ଦପୁର, (୩୦/୦୬) :ଆପ୍ର. : ଆନନ୍ଦପୁରରେ ଘଟିଲା ଅଘଟଣ । ସ୍କୁଲ ଗାଡ଼ି ଦୁର୍ଘଟଣାଗସ୍ତ ହୋଇଛି । ଏହି ଅଘଟଣରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି ।

୮ ଛାତ୍ରଛାତ୍ରୀ ଆହତ ହୋଇ ସାଇଁକୁଳ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ସୂଚନାନୁସାରେ ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା ଘଟିଛି । ସ୍କୁଲ ପିଲାଙ୍କୁ ନେଇ ଯାଉଥିବାବେଳେ ବୋଲେରୋ ସହ ଧକ୍କା ହୋଇଥିଲା ଟ୍ରକ । ବୋଲେରୋଟି ରାସ୍ତା କଡ଼କୁ ଓଲଟି ପଡିଥିବାବେଳେ ଘଟଣାସ୍ଥଳରେ ଡ୍ରାଇଭରର ମୃତ୍ୟୁ ହୋଇଥିଲା । ୮ ଛାତ୍ରଛାତ୍ରୀ ଆହତ ହୋଇଥିବାବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...