32.9 C
Balāngīr
Saturday, April 26, 2025

ଆମ ସଂସ୍କୃତି ଆମ ଖେଳନା କର୍ମଶାଳା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଞ୍ଚିତରାଠାରେ ଅନୁଷ୍ଠିତ

Must read

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୬/୩) : ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଅନ୍ତର୍ଗତ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳନା କର୍ମଶାଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 03 07 at 09.47.19 ଆମ ସଂସ୍କୃତି ଆମ ଖେଳନା କର୍ମଶାଳା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଞ୍ଚିତରାଠାରେ ଅନୁଷ୍ଠିତ

ପ୍ରଧାନ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ମହାନ୍ତି ଙ୍କ ଅଧ୍ୟକ୍ଷୟରେ ମୁଖ୍ୟଅତିଥି ରୂପେ ପୂର୍ବତନ ସରପଞ୍ଚ କାମଦେବ ବେହେରା ମୁଖ୍ୟବକ୍ତା ସିଆରସିସି ସୁଧୀର ନାଗ,ସମ୍ମାନିତ ଅତିଥି ୱାର୍ଡ ମେମ୍ବର ପରମାନନ୍ଦ ଧଙ୍ଗଡ଼ା ମାଝୀ, ସହକାରୀ ଶିକ୍ଷୟିତ୍ରୀ ସଫଳା ମିଶ୍ର ମଞ୍ଚାସିନ ଥିଲେ । ଏହି ଅବସରରେ ଅତିଥି ବୃନ୍ଦ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଦ୍ୱାରା ଛାତ୍ରଛାତ୍ରୀ ମାନଙ୍କ ସହ ଶୈକ୍ଷିକ ଗୁଣର ବିକାଶ, ପ୍ରାଚୀନ ସଂସ୍କୃତି ବିଷୟ ରେ ଧାରଣା ହେବା ସହ ଛାତ୍ରଛାତ୍ରୀଙ୍କ ଲୁକାୟିତା ପ୍ରତିଭା ବିକଶିତ ହୋଇପାରିବ ବୋଲି କହିଥଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷକ/ଶିକ୍ଷୟତ୍ରୀ ସରୋଜିନୀ ମିଶ୍ର, ଜୟମାଳିନୀ ପଟ୍ଟନାୟକ, ନୀଳମଣି ଦୀପ ପ୍ରମୁଖ ସହଯୋଗ କରିଥିଲେ । ଅଭିଭାବକ/ଅଭିଭାବିକା ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଶିକ୍ଷକ ଗୌରଚନ୍ଦ୍ର ଭୋଇ ମଞ୍ଚ ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ପ୍ରିୟଦର୍ଶିନୀ ସ୍ୱାଇଁ, ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...