32.9 C
Balāngīr
Wednesday, April 30, 2025

ଆସନ୍ତାକାଲି ଖୋଲା ରହିବ ସମସ୍ତ ସ୍କୁଲ; ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୪/୦୩) : ଆସନ୍ତାକାଲି ଅର୍ଥାତ୍ ୫ ତାରିଖରେ ରାଜ୍ୟର ସବୁ ସ୍କୁଲ ଖୋଲା ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶ ଜାରି ହୋଇଛି ।

ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫ ଛୁଟି ରହୁଥିଲା। ତେବେ ଚଳିତବର୍ଷ ରାଜ୍ୟ ସରକାର ମାର୍ଚ୍ଚ ୫ ବଦଳରେ ଏପ୍ରିଲ ୨୪ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ମାର୍ଚ୍ଚ ୫ରେ କେବଳ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳନ ହେବ । ହେଲେ ସରକାରୀ ଛୁଟିକୁ ବାତିଲ କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...