32.9 C
Balāngīr
Tuesday, July 15, 2025

ଆସନ୍ତା କାଲି କାଶୀନଗର ବନ୍ଦ

Must read

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୨୩/୨) : ଆସନ୍ତା କାଲି ଚାଷୀ ମାନଙ୍କ ଡାକରା କ୍ରମେ କାଶୀନଗର ରେ ବନ୍ଦ ଅନୁଷ୍ଠିତ ହେବ ।

ପ୍ରକାଶ ଥାଉ କି କାଶୀନଗର ଅଂଚଳ ରେ ଚାଷୀ ଙ୍କୁ ଟୋକେନ ଦିଆଯାଇଛି ହେଲେ ମଣ୍ଡି ରୁ ଧାନ ଉଠା ଯାଉ ନାହିଁ । ଏନେଇ ଗତ ୧୫ ଦିନ ହେଲା ଚାଷୀ ମାନେ ତହସିଲ ଅଫିସ ଘେରାଉ କରିଥିଲେ, ତହସିଲଦାର ସେମାନଙ୍କୁ ନିର୍ଭର ପ୍ରତିଶୃତି ଦେଇ ଶୀଘ୍ର ସମସ୍ୟା ର ସମାଧାନ ହେବ ବୋଲି କହିଥିଲେ । ରୟିତ କୁଲି ସଙ୍ଘ ର ସଭାପତି ପ୍ରଶାନ୍ତ ମିଶ୍ର ଙ୍କ ନେତୃତ୍ୱ ରେ ଗୋଟିଏ ପ୍ରତିନିଧି ଦଳ ତହସିଲଦାର ଙ୍କ ସହ ଆଲୋଚନା କରିଥିଲେ ସୁଧା ସନାସ୍ୟା ସମାଧାନ ହୋଇନଥିବାରୁ ଆସନ୍ତା କାଲି ସକାଳ ୬ଟା ଠାରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ଓ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ଚାଷୀ ମାନେ ଡାକବାଜି ଯନ୍ତ୍ର ଦ୍ୱାରା ସମସ୍ତ ଙ୍କୁ ଅନୁରୋଧ କରିଛନ୍ତି, ଆସନ୍ତା କାଲି ମେଟ୍ରିକ ପରୀକ୍ଷା ଅଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...