32.9 C
Balāngīr
Wednesday, April 30, 2025

ଆସନ୍ତା ୧୮ରୁ ଯୁକ୍ତ ଦୁଇ ଥିଓରି ପରୀକ୍ଷା: ୧୨ରୁ ପଠାଯିବ ପ୍ରଶ୍ନପତ୍ର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ବର, (୦୫/୦୨) : ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖ ଠାରୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ +୨ ଥିଓରୀ ପରୀକ୍ଷା ଅନୁଷ୍ଠିତ ହେବ ।

ପରୀକ୍ଷା ପାଇଁ ଆସନ୍ତା ୧୨ ତାରିଖରୁ ପରୀକ୍ଷା ପରିଚାଳନା ହବ୍‌କୁ ପଠାଯିବ ପ୍ରଶ୍ନପତ୍ର। ସୂଚନା ଅନୁଯାୟୀ, ରାଜ୍ୟରେ ଥିବା ମୋଟ ୨୦୫ଟି ହବରେ ପ୍ରଶ୍ନପତ୍ର ରଖାଯିବ । ପରୀକ୍ଷା ଦିନ ହବ୍‌ରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ । ଅନ୍ୟପକ୍ଷରେ ଚଳିତ ବର୍ଷ ପରିଷଦ କାର୍ଯ୍ୟାଳୟରେ ୫ ଶହ ଶିକ୍ଷାନୁଷ୍ଠାନର ସିଧା ପ୍ରସାରଣ ସିସିଟିଭି ମାଧ୍ୟମରେ ପରିଷଦ କାର୍ଯ୍ୟାଳୟରେ ଯାଞ୍ଚ କରାଯିବ। ଏଥିପାଇଁ ୪ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତ କରାଯିବ । ଅନ୍ୟପକ୍ଷରେ ପରୀକ୍ଷା ସରିବାର ୪୫ ଦିନ ମଧ୍ୟରେ ଫଳ ଘୋଷଣା କରାଯିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...