32.9 C
Balāngīr
Tuesday, May 20, 2025

ଆସିଲା ମାଟ୍ରିକ୍‌ ଆଡମିଟ କାର୍ଡ, ବୋର୍ଡ ୱେବସାଇଟରୁ ଏପରି କରନ୍ତୁ ଡାଉନ୍‌ଲୋଡ୍‌..

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ଭୁବନେଶ୍ୱର (୧୦/୦୨): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିିଥିବା ବେଳେ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହୋଇଛି।

ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ଅନଲାଇନ ଏବଂ ଅଫଲାଇନରେ ଆଡମିଟ କାର୍ଡ ମିଳିବ ।

ମାଟ୍ରିକ୍‌ ପରୀକ୍ଷା ସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ସଂସ୍କୃତ ମଧ୍ୟମାର ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡ ୱେବସାଇଟରୁ ଉପଲବ୍ଧ ହୋଇଛି। ସମସ୍ତ ସ୍କୁଲର ମୁଖ୍ୟ ବା ପ୍ରଧାନଶିକ୍ଷକମାନେ ସ୍କୁଲ କୋର୍ଡ ଏବଂ ପାସୱାର୍ଡ ଦେଇ www.bseodisha.ac.in ୱେବସାଇଟରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମା ଛାତ୍ରଛାତ୍ରୀମାନେ ନିଜ ନାମ ଏବଂ ବାପାଙ୍କ ନାମ ବୋର୍ଡ ୱେବସାଇଟରେ ଦାଖଲ କରି ଆଡ୍‌ମିଟ୍ କାର୍ଡ ପାଇପାରିବେ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...