32.9 C
Balāngīr
Thursday, June 12, 2025

ଆସୁଛି ଡବଲ ଲଘୁଚାପ, ନେଇପାରେ ବାତ୍ୟାର ରୂପ !

Must read

ଭୁବନେଶ୍ୱର, (୨୦/୦୫) : ଆପ୍ର. : ଏକା ସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ । ମେ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ମେ ୨୧ ତାରିଖ ଅର୍ଥାତ ଆସନ୍ତାକାଲି ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ମେ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ସେପଟେ ମେ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ । ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ରାଜ୍ୟରେ ଗରମ ଗୁଳୁଗୁଳି ଜାରି ରହିଛି । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ଗରମ ଗୁଳୁଗଳି ପାଇଁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲାଗି ରହିବ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...