32.9 C
Balāngīr
Thursday, June 12, 2025

ଆହୁରି ୪ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୩/୦୫) : ଆହୁରି ୪ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ରାଜ୍ୟରେ ସିନା ରେର୍ଡ ଆର୍ଲଟ ଉଠିଯାଇଛି । ହେଲେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ

ଆହୁରି ୪ ଦିନ ଅର୍ଥାତ ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ । ବଲାଙ୍ଗିର ଜିଲ୍ଲା ୪୫ ଡିଗ୍ରୀ ରେର୍କଡ କରି ଗତ କଲି ସବୁଠାରୁ ଉତ୍ତପ୍ତ ସହର ହୋଇଥିଲା । ଆଜି ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ତେବେ କ୍ରମାଗତ ଭାବେ ୧୭ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଆଉ ରହିବନି ଭୀଷଣ ଗ୍ରୀଷ୍ମ ପ୍ରବାହର ସତର୍କତା । ସେପଟେ ୮ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।

ତେବେ ଆଜି ପାଇଁ ଘଣ୍ଟାରେ ଗ୍ରୀଷ୍ମ ପ୍ରବାହକୁ ନେଇ ସମ୍ବଲପୁର, ସୋନପୁର, ନୂଆପଡା, ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବୌଦ୍ଧ, ବଲାଙ୍ଗୀର, ଝାରସୁଗୁଡା, ଅନୁଗୋଳ ଏବଂ ଦେବଗଡ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଉପକୂଳ ଓଡ଼ିଶାରେ ଉଷ୍ମ ଓ ଆଦ୍ର ସ୍ଥିତି ଲାଗି ରହିବା ସହ ୪ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ହଟିଯିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...