32.9 C
Balāngīr
Tuesday, May 13, 2025

ଆହୁରି ୪ ଦିନ ରାଜ୍ୟରେ କାଳବୈଶାଖୀ, ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୦୩/୦୫) : ଆପ୍ର. : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି ।

ଆଜି ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଜପତି ଓ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ବହିବ ପବନ । ସେହିପରି କାଳବୈଶାଖୀ ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ଆଗାମୀ ୫ ଦିନରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ଦୁଇ ଦିନରେ ବିଭିନ୍ନ ଜିଲ୍ଲାରେ ପାରଦ ୨ ରୁ ୩ ଡିଗ୍ରୀ ସେଲସିୟସ ବଢ଼ିପାରେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...