32.9 C
Balāngīr
Friday, June 13, 2025

ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଚଢ଼ାଉ

Must read

ନୂଆପଡା, (୨୩/୦୫) : ଆପ୍ର. : ଆକ୍ସନ ମୋଡରେ ଭିଜିଲାନ୍ସ ଟିମ । ଆଜି ସକାଳୁ ସକାଳୁ ପୁଣି ଭିଜିଲାନ୍ସ ଜାଲରେ ପଡିଛନ୍ତି କନିଷ୍ଠ ଯନ୍ତ୍ରୀ

ନୂଆପଡା ଜିଲ୍ଲାର R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ ଜାରି କରାଯାଇଛି । ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ ଜାରି କରାଯାଇଛି । ଭୁବନେଶ୍ୱର, ପୁରୀ ଓ ନୂଆପଡାରେ ଚଢ଼ାଉ କରାଯାଉଛି । ଭୁବନେଶ୍ୱରର ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ତନାଘନା ଯାଞ୍ଚ କରାଯାଉଛି । ଖବର ଲେଖାହେଲା ବେଳକୁ କେତେ ସମ୍ପତ୍ତି ଜବତ ହୋଇଥିଲା ତାହାର କୌଣସି ସୂଚନା ମିଳିନାହିଁ । ଗତ କିଛି ଦିନ ହେବ ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଉଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...