32.9 C
Balāngīr
Wednesday, April 23, 2025

ଇମ୍ଫା ରେ କୃତ୍ରିମ ବୁଦ୍ଧିମତା ଆଧାରିତ କ୍ୟାମେରା ସଂସ୍ଥାପନ ସମାରୋହ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ଥେରୁବାଲି, (୧୭/୦୧) : ଥେରୁବାଲି ସ୍ଥିତ ଇମ୍ଫା କାରଖାନା ପରିସରରେ ଆଚରଣ-ଆଧାରିତ ସୁରକ୍ଷାରେ କୃତ୍ରିମ ବୁଦ୍ଧିମତା ସମ୍ପର୍ଣ୍ଣ ବୈଷୟିକ ଜ୍ଞାନ କୌଶଳକୁ ଉପଯୋଗ କରି ଓଡିଶା ସରକାରଙ୍କ କାରଖାନା ଓ ଵାଷ୍ପିତ ନିର୍ଦ୍ଦେଶାଳୟ ର ନିର୍ଦ୍ଦେଶାନୁସାରେ, କୃତ୍ରିମ ବୁଦ୍ଧିମତ୍ତା ଆଧାରିତ କ୍ୟାମେରା କାର୍ଯ୍ୟକ୍ଷମ କରାଯାଇଛି ।WhatsApp Image 2025 01 22 at 07.06.50 ଇମ୍ଫା ରେ କୃତ୍ରିମ ବୁଦ୍ଧିମତା ଆଧାରିତ କ୍ୟାମେରା ସଂସ୍ଥାପନ ସମାରୋହ

ଏହି କାର୍ଯ୍ୟକ୍ରମକୁ ରାୟଗଡା ସ୍ଥିତ ଉପ ନିର୍ଦ୍ଦେଶକ, କାରଖାନା ଓ ବଷ୍ପିତ ବିଭାଗ ଇଂ.ଚିତ୍ତରଞ୍ଜନ ବେଉରା ଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରାୟଗଡ ସ୍ଥିତ ସହକାରୀ ନିର୍ଦ୍ଦେଶକ, କାରଖାନା ଓ ବଷ୍ପିତ ବିଭାଗ ଇଂ.ବିନିତ ସାରଙ୍ଗୀ ଏବଂ ଇମ୍ଫା ଥେରୁବାଲିର ଉପସଭାପତି ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀମାନ ଅଶୀଷ୍ କୁମାର ରାୟଙ୍କ ଉପସ୍ଥିତିରେ ସଫଳତାର ସହ ସମ୍ପର୍ଣ୍ଣ ହୋଇଥିଲା।

ଓଡ଼ିଶାରେ ପ୍ରଥମ ଥର ପାଇଁ ନିରନ୍ତର ଉତ୍ପାଦନ ଭିତ୍ତିକ ଶିଳ୍ପ କ୍ଷେତ୍ରରେ ଶୂନ୍ୟ ଦୁର୍ଘଟଣା ର ଲକ୍ଷ୍ୟ ନେଇ ସୁରକ୍ଷା ପ୍ରତି ସମ୍ବେଦନଶୀଳତା ର ଅଗ୍ରଦୂତ ଭାବେ ଇମ୍ଫାର ଏହି ଅଭିନବ ପ୍ରୟାସ ଔଦ୍ୟୋଗିକ ନିର୍ବାପନ ସୁରକ୍ଷା କ୍ଷେତ୍ରରେ ରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟି ସ୍ଥାପନ କରିବା ସହିତ ସୁରକ୍ଷା ଆଗ ମନୋଭାବର ଉଦ୍ରେକ ପାଇଁ ସମସ୍ତ ଶ୍ରମିକ ଓ କର୍ମଚାରୀଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣି ପାରିବ ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...