32.9 C
Balāngīr
Wednesday, April 23, 2025

ଉଲୁଣ୍ଡା ବ୍ଲକ ସ୍ତରୀୟ ପରାମର୍ଶ ଶିବିର : ୨୩୮ ଜଣ ଯୁବକ ଯୁବତୀଙ୍କୁ ପରାମର୍ଶ ଦେଲେ ତାଲିମ ପ୍ରଦାନକାରୀ ସଂସ୍ଥା

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୫/୦୧) : ସୁବର୍ଣ୍ଣପୁର ଜିଲ୍ଲା ପ୍ରସାଶନ ଓ ଦକ୍ଷତା ବିକାଶ-ତଥା-ନିୟୋଜନ କାର୍ଯ୍ୟାଳୟ ର ମିଳିତ ଆନୁକୁଲ୍ୟରେ ସୁବର୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ ପରିସରରେ ଜିଲ୍ଲା ଦକ୍ଷତା ବିକାଶ ଏବଂ ନିୟୋଜନ ଅଧିକାରୀ ସଞ୍ଜୁ କୁମାରୀ ସାହୁଙ୍କ ଅଧ୍ଯକ୍ଷତାରେ ଯୁବକ ଓ ଯୁବତୀ ମାନଙ୍କୁ ସ୍ବାବଲମ୍ବୀ କରିବା ନିମନ୍ତେ ଉଲୁଣ୍ଡା ବ୍ଲକ ସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ସେଫଏଜୁକେଟ ଲର୍ନିଙ୍ଗ ପ୍ରା. ଲିମିଟେଡ଼, ଆଵି ୱେଷ୍ଟ ସର୍ଭିସେସ ଲିମିଟେଡ଼ . ବ୍ଲାକ ପାନ୍ଥର , ଏନ ସି ଏ ଟି ସ୍କିଲ ଇଣ୍ଡିଆ, ଏସ ଆଇ ଏଚ ଏମ ବଲାଙ୍ଗୀର, ଏସ ବି ଆର ଏସ ଇ ଟି ଆଇ , ସୁବର୍ଣ୍ଣପୁର ଜିଲ୍ଲା ର ସରକାରୀ ଆଇ ଟି ଆଇ ଏବଂ ସରକାରୀ ପୋଲିଟେକନିକ ପ୍ରଭୁତି ବିଭିନ୍ନ ତାଲିମ ପ୍ରଦାନକାରୀ ସଂସ୍ଥା ଯୋଗଦାନ କରି ଶିବିରରେ ଯୁବକ ଯୁବତୀଙ୍କୁ ପରାମର୍ଶ ପ୍ରଦାନ କରିଥିଲେ । ଏହି ଶିବିରରେ ଉଲୁଣ୍ଡା ବ୍ଲକ ଅଂଚଳର ୨୩୮ ଜଣ ଯୁବକ ଓ ଯୁବତୀ ଅଂଶଗ୍ରହଣ କରି ଉପସ୍ଥିତ ତାଲିମ ପ୍ରଦାନକାରୀ ସଂସ୍ଥା ଠାରୁ ପରାମର୍ଶ ନେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...