32.9 C
Balāngīr
Friday, April 25, 2025

ଏଚଏମପିଭି ଭୁତାଣୁ ନେଇ ପରାମର୍ଶ ଜାରି କଲେ ଓଡିଶା ସରକାର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୭/୦୧) : ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme – National Centre for Disease Cantrol) (IDSP – NCDC) ଦ୍ୱାରା ଏଚଏମପିଭି ଭୁତାଣୁ ନେଇ ଜାରି କରାଯାଇଥିବା ପ୍ରେସ ବାର୍ତ୍ତା ଜନସାଧାରଣଙ୍କ ଅବଗତି ଏବଂ ବ୍ୟାପକ ସଚେତନତା ନିମନ୍ତେ ଓଡିଶା ସରକାର ସୂଚନା ଜାରି କରିଛନ୍ତି ।

ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ରୋଗର ଚିହ୍ନଟ ଓ ନିରାକରଣ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛି। ଏହି ରୋଗକୁ ନେଇ ଜନସାଧାରଣ ଭୟଭୀତ ବା ଆତଙ୍କିତ ହେବାର କୌଣସି କାରଣ ନାହିଁ। ସଚେତନ ରୁହନ୍ତୁ-ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ଜୀବାଣୁ ଚାଇନାରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏଭଳି ପରିସ୍ଥିତିରେ ଭାରତରେ ଚାରୋଟି ମାମଲା ସାମ୍ନାକୁ ଆସିବା ପରେ ଲୋକମାନେ ଚିନ୍ତିତ ଅଛନ୍ତି ।

ଉଭୟ ଶିଶୁଙ୍କର କୌଣସି ଆନ୍ତର୍ଜାତୀୟ ଭ୍ରମଣ ଇତିହାସ ନାହିଁ, ତେବେ ଦୁହେଁ କିପରି ଏହି ଜୀବାଣୁ ଦ୍ୱାରା ସଂକ୍ରମିତ ହେଲେ, ଏହି ପ୍ରଶ୍ନ ସମସ୍ତଙ୍କ ମନରେ। ତେବେ ଚାଇନାରେ ଦ୍ରୁତ ଗତିରେ ବ୍ୟାପୁଥିବା ଏହି ଦୁଇଟି ମାମଲା ଏଚଏମପିଭିର ସମାନ ଷ୍ଟ୍ରେନ୍ ସହିତ ଅଛି କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...