32.9 C
Balāngīr
Tuesday, May 20, 2025

ଏଚ ଏମ୍ ପିଭି ଭୂତାଣୁ ସଚେତନା ଓ ସ୍ଵାସ୍ଥ୍ୟ ଶିବିର

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଶୁଭଙ୍କର ଦାଶ
ବ୍ରହ୍ମପୁର, (୬/୧) : ପ୍ରାତଃ ହରିହର ନଗର ଦ୍ଵିତୀୟ ସାରଣୀ ସ୍ଥିତ ଭରଦ୍ୱାଜ ପ୍ରତିଷ୍ଠାନ ଠାରେ ଏଚ ଏମ୍ ପିଭି ଭୂତାଣୁ ସଚେତନା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 01 06 at 11.39.33 ଏଚ ଏମ୍ ପିଭି ଭୂତାଣୁ ସଚେତନା ଓ ସ୍ଵାସ୍ଥ୍ୟ ଶିବିର

ଭରଦ୍ୱାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ କହିଲେ ଚୀନରେ କରୋନା ପରି ଲକ୍ଷଣ ଥିବା ଭୂତାଣୁ ଦ୍ରୁତ ଗତିରେ ବ୍ୟାପୁଛି ଏଣୁ ଜନଗହଳି ସ୍ଥାନକୁ ଯାଆନ୍ତୁ ନାହିଁ, ମାସ୍କ ପିନ୍ଧନ୍ତୁ, ବାହାରୁ ଆସିଲେ ସାବୁନରେ ହାତ ଧୁଅନ୍ତୁ, ଶରୀରକୁ ଦୁର୍ବଳ ହେବାକୁ ଦିଅନ୍ତୁ ନାହିଁ, ଠିକ୍ ସମୟରେ ଗରମପାଣି, ଖାଦ୍ୟ ଖାଆନ୍ତୁ । ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଅଧିକ ତୁଳସୀ ଖାଆନ୍ତୁ।ଆମ ଜିଲ୍ଲାରେ ଭୂତାଣୁ ସଂକ୍ରମଣ ଦେଖା ଯାଇନଥିଲେ ମଧ୍ୟ ପ୍ରାୟ ଏକ ପ୍ରତିଶତ ଲୋକଙ୍କୁ ଶୁଷ୍କ କାଶ, ନାସାସ୍ରାବ, ସ୍ଵର ଭଙ୍ଗ ହେବା ଦେଖାଯାଇଛି । ଖଟା କଫ କାରକ, ଗରିଷ୍ଟ ଭୋଜନ, ବାହାର ଖାଦ୍ୟ ଖାଆନ୍ତୁ ନାହିଁ। ଲକ୍ଷଣ ଦେଖାଗଲେ କଳlମରିଚ, ଯାଠିମଧୁ, ଅଦା, ପିପ୍ପଳୀ, ଲବଙ୍ଗ ଖାଆନ୍ତୁ ।

ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ସ୍ନାୟୁ ରୋଗ, ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା । ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି.ଶ୍ରୀନିବାସ ରାଓ । ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ଅନୁରୋଧ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...