32.9 C
Balāngīr
Tuesday, July 15, 2025

ଏଣିକି ଏହି ସମୟରେ ମିଳିବ ରାସନ ସାମଗ୍ରୀ

Must read

ଭୁବନେଶ୍ୱର, (୨୮/୦୩) : ଆ.ପ୍ର. : ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ସରକାର। ରାସନ ସାମଗ୍ରୀ ବଣ୍ଟନ ପାଇଁ ବିଭାଗ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି ହୋଇଛି ।

ସକାଳ ୭ରୁ ୧୦ଟା ଯାଏଁ ରାସନ ବଣ୍ଟନ ହେବା ନେଇ ନିଷ୍ପତ୍ତି ହୋଇଛି । ଏହାସହ ସନ୍ଧ୍ୟା ୫ରୁ ୮ ମଧ୍ୟରେ ମଧ୍ୟ ରାସନ ବାଣ୍ଟିବାକୁ ପରାମର୍ଶ ଦିଆଯାଇଛି। ଏନେଇ ପଦକ୍ଷେପ ନେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ।ଏ ନେଇ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ଏଥିସହ ଖରା ଦାଉରୁ ରକ୍ଷା ପାଇବା ପାଇଁ ହିତାଧିକାରୀମାନଙ୍କ ପାଇଁ ସରକାରୀ ଡିଲର ଦୋକାନ ଗୁଡିକରେ ଅସ୍ଥାୟୀ ଆଶ୍ରୟସ୍ଥଳୀ, ପାନୀୟ ଜଳ, ଓଆରଏସ ମହଜୁଦ ରଖିବା ଭଳି ବ୍ୟାପକ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ମଧ୍ୟ ଦିଆଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...