32.9 C
Balāngīr
Tuesday, May 20, 2025

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର ।

ମାଛ ବଂଶ ବୃଦ୍ଧି ପାଇଁ ନିଆଯାଇଥିବା ଏଭଳି ପଦକ୍ଷେପ ଯୋଗୁ ବାଲେଶ୍ବର ଜିଲ୍ଲା ବାହାବଳପୁର ମାଛଧରା ଜେଟିରେ ହଜାର ହଜାର ମତ୍ସ୍ୟଜୀବୀ , ମାଛ ବ୍ଯବସାୟୀ ଏବେ ନାହିଁ ନଥିବା ଅସୁବିଧାରେ ଭୋଗୁଛନ୍ତି । କଟକଣା ହଟିବା ପର୍ଯ୍ୟନ୍ତ ସମସ୍ତ ମତ୍ସ୍ୟଜୀବୀଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ନିବେଦନ କରିଛନ୍ତି । ସରକାରଙ୍କ ଏହି ନିଷ୍ପତ୍ତି କୁ ମତ୍ସ୍ୟଜୀବୀ ମାନେ ସ୍ବାଗତ କରିଛନ୍ତି । କିନ୍ତୁ ଦୁଇ ମାସ ପାଇଁ ମତ୍ସ୍ଯ ବିଭାଗ ପକ୍ଷରୁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ନିବେଦନ କରିଛନ୍ତି । ଅନ୍ୟ ପଟେ ବାଲେଶ୍ବର ଜିଲ୍ଲା ସହକାରୀମତ୍ସ୍ୟ ଅଧିକାରୀ କହିଛନ୍ତି ଯେଉଁ ଗରିବ ମତ୍ସ୍ୟଜୀବୀ ମାନେ ସୋସାଇଟିରେ ପଞ୍ଜୀକୃତ ହୋଇଛନ୍ତି, ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...