32.9 C
Balāngīr
Wednesday, April 23, 2025

ଏପ୍ରିଲ ୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

Must read

ଭୁବନେଶ୍ୱର, (୦୬/୦୪) : ଆପ୍ର. : ଆସନ୍ତା ଏପ୍ରିଲ ୭(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ସୋମବାର ୟୁନିଟ-୫, ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...