32.9 C
Balāngīr
Tuesday, July 15, 2025

ଓଡ଼ିଶାକୁ ମିଳିଲା ଆୟୁଷ୍ମାନ ଯୋଜନା । କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ

Must read

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.
  • 📌 ଆୟୁଷ୍ମାନ ଯୋଜନା କ’ଣ ମିଳିବ ସୁବିଧା?

  • 📌 ରାଜ୍ୟର ଏକ କୋଟି ପରିବାରକୁ ମିଳିବ ଆୟୁଷ୍ମାନ କାର୍ଡ

  • 📌 ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଗୋଟିଏ କାର୍ଡରେ ମିଳିବ

  • 📌 ସାଢେ ୩ କୋଟି ହିତାଧିକାରୀ ହେବେ ଉପକୃତ

  • 📌 ଦେଶର ୩୦ ହଜାର ହସ୍ପିଟାଲରେ ମିଳିବ ଚିକିତ୍ସା ସୁବିଧା473521304 1158308265660064 4760666272538007988 n ଓଡ଼ିଶାକୁ ମିଳିଲା ଆୟୁଷ୍ମାନ ଯୋଜନା । କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ

ଓଡ଼ିଶାକୁ ମିଳିଲା ଆୟୁଷ୍ମାନ ଯୋଜନା । କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ହେଲା ଏମଓୟୁ ସ୍ବାକ୍ଷରିତ। ନୂଆଦିଲ୍ଲୀ ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଉପସ୍ଥିତିରେ ଏମଓୟୁ ସ୍ବାକ୍ଷରିତ ହୋଇଛି। ପ୍ରଥମ ଥର ପାଇଁ ଓଡ଼ିଶାରେ ଯୋଜନା ଲାଗୁ ହୋଇଛି ।473243108 1158308152326742 5658065060213440258 n ଓଡ଼ିଶାକୁ ମିଳିଲା ଆୟୁଷ୍ମାନ ଯୋଜନା । କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ 473327745 1158308145660076 6302965641903478495 n ଓଡ଼ିଶାକୁ ମିଳିଲା ଆୟୁଷ୍ମାନ ଯୋଜନା । କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ

ମାର୍ଚ୍ଚ ମାସ ଶେଷ ସୁଦ୍ଧା ଏହା ସମ୍ପୂର୍ଣ୍ଣ ଭାବେ ରାଜ୍ୟରେ ଲାଗୁ ହେବ । ରାଜ୍ୟବାସୀଙ୍କୁ ମିଳିବ ଆୟୁଷ୍ମାନ-ଗୋପବନ୍ଧୁ ଆରୋଗ୍ୟ କାର୍ଡ । ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ମିଶାଇ ଗୋଟିଏ ଆୟୁଷ୍ମା-ଗୋପବନ୍ଧୁ ଆରୋଗ୍ୟ କାର୍ଡ ଦିଆଯିବ । ରାଜ୍ୟର ୧ କୋଟି ପରିବାରକୁ ମାର୍ଚ୍ଚ ଶେଷ ସୁଦ୍ଧା ଏହି କାର୍ଡ ଯୋଗାଇ ଦିଆଯିବ ବୋଲି ରାଜ୍ୟ ସରକାରଙ୍କ ତରଫରୁ କୁହାଯାଇଛି। ସମସ୍ତ ବିଏସ୍‌କେୱାଇ କାର୍ଡଧାରୀଙ୍କୁ ଏହି ନୂଆ କାର୍ଡ ଯୋଗାଇ ଦିଆଯିବ। ତେବେ ଏଥିରେ ସବୁ ବର୍ଗର ଲୋକ ଚିକିତ୍ସା ସୁବିଧା ପାଇ ପାରିବେ।

- Advertisement -spot_img

More articles

- Advertisement -spot_img

Latest article

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...

ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ମତେ...

ବୀରମହାରାଜପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର...

ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିଦର୍ଶନ

ପୁରୁଷୋତ୍ତମପୁର, (୧୫/୦୭) :ଆପ୍ର. : ପୁରୁଷୋତ୍ତମପୁର ରଥସାହି ରେ ଦୀର୍ଘ ୩୫୦ ବର୍ଷ ରୁ ଅଧିକ ସମୟ ଧରି ବିଜେ କରିଥିବା ଜଗନ୍ନାଥ ମନ୍ଦିର ର ନବୀକରଣ ପାଇଁ ପୁରୀ ମୁକ୍ତି ମଣ୍ଡପ...

ପୁରୁଷୋତ୍ତମପୁର ବ୍ଳକ ର ପ୍ରସିଦ୍ଧ ଶୈବ ପୀଠ ଗୁଡିକରେ ଶ୍ରାବଣ ମାସ ପ୍ରଥମ ସୋମବାର ରେ ପ୍ରବଳ ଭିଡ଼

ଗଞ୍ଜାମ, (୧୫/୦୭) : ଆପ୍ର. : ବୋଲ୍ ବମ୍ ହରହର ବମ୍, ଓଁ ନମଃ ଶିବାୟ ଧ୍ବନିରେ ଉଛୁଳି ଉଠୁଛି ପୁରୁଷୋତ୍ତମପୁର ବ୍ଲକର ପ୍ରସିଦ୍ଧ ଶୈବ ପୀଠ ଗୁଡିକ । କାଉଡିଆ ମାନଙ୍କ ଶିବଙ୍କ...