32.9 C
Balāngīr
Sunday, July 20, 2025

ଓଡିଶା ମୋ-ପରିବାର ତରଫରୁ ସଂଗ୍ରହ ହେଲା ୫୨ ୟୁନିଟ ରକ୍ତ

Must read

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ,(୧୦/୧୧) : ରକ୍ତଦାନ ଏକ ମହତ ଦାନ | ବୌଦ୍ଧ ବ୍ଲକ ମୁଂଡାପଡା ପଞ୍ଚାୟତ ଠାରେ ଗତକାଲି ଓଡିଶା ମୋ-ପରିବାର ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି |

ମୁଖ୍ୟ ଅତିଥି ଭାବେ ଏହି ଶିବିର ରେ ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ଯୋଗଦେଇ ରକ୍ତଦାତା ଙ୍କୁ ଉତ୍ସାହ କରିବା ସହିତ ରକ୍ତଦାନ କରି ଆଗାମୀ ଦିନରେ ଓଡ଼ିଶାରେ ଯେମିତ ରକ୍ତ ର ଅଭାବ ରହିବନି ତାହା ଉପରେ ଆଲୋକପାତ କରିଥିଲେ | ଓଡିଶା ମୋ-ପରିବାର ତରଫରୁ ଏହି ଶିବିରରେ ମୋଟ ୫୨ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ର ସୂଚନା ମିଳିଛି |

ଏହି କାର୍ଯ୍ୟକ୍ରମ ରେ ଜୀବନବିନ୍ଦୁ, ମୋ ଓଡିଶା ଜିଲ୍ଲା ସଂଯୋଜକ ତଥା ବିଜେଡି ସଭାପତି ମୃତ୍ୟୁଞ୍ଜୟ ମିଶ୍ର, ଜିଲ୍ଲା ସରପଞ୍ଚ ସଂଘ ସଭାପତି ମୁଂଡାପଡା ସରପଞ୍ଚ ବିଦ୍ୟାଧର ସ୍ୱାଇଁ, ବିଜେଡି ଉପ ଜିଲ୍ଲା ସଭାପତି ସୁବୋଧ ପ୍ରଧାନ, ରାଜ୍ୟ ଯୁଗ୍ମ ସମ୍ପାଦକ ଅଶୋକ କୁମାର ସାହୁ, ଜିଲ୍ଲା ବିଜେଡି ସଭାନେତ୍ରୀ ଜସ୍ମିନ ପ୍ରଧାନ ଯୁବ ନେତା ପ୍ରଭାତ ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ମନୋରଞ୍ଜନ ପୁରୋହିତ, ହରଭଙ୍ଗା ବ୍ଲକ ବିଧାୟକ ପ୍ରତିନିଧି ସୀତାଂଶୁ ମହାକୁଡ଼ ସମେତ ବହୁ ସରପଞ୍ଚ ଏହି କାର୍ଯ୍ୟକ୍ରମ ରେ ସାମିଲ ରହିଥିଲେ |

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...