32.9 C
Balāngīr
Tuesday, July 15, 2025

ଓଲଟିଲା ବସ୍‌ : ଜଣେ ଯାତ୍ରୀ ମୃତ

Must read

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ନବରଙ୍ଗପୁର, (୧୯/୦୩) : ଆ.ପ୍ର. : ଆଜି ସକାଳୁ ନବରଙ୍ଗପୁରରେ ଏକ ବସ୍‌ ଓଲଟିପଡିଛି । ଫଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ଏନେଇ ପୋଲିସ ଘଟଣାର ତଦନ୍ତ ଜାରି କରିଛି ।

ଓଲଟିଲା ବସ୍‌,  ଜଣେ ଯାତ୍ରୀ ମୃତ । ସୂଚନା ଅନୁସାରେ, ନବରଙ୍ଗପୁର ଜିଲ୍ଲା ତାରା ଗାଁ ନିକଟରେ ବସ୍‌ ଓଲଟିପଡିଛି । ବସ୍‌ ଟି ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଉମରକୋଟରୁ ଯାଉଥିବା ସମୟରେ ଦୁର୍ଘଟଣା ଘଟିଛି । ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହେବା ସହିତ ଏକାଧିକ ଆହତ ହୋଇଛନ୍ତି । ଖବର ପାଇ, ନବରଙ୍ଗପୁର ଓ ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ଆହତ ସମସ୍ତଙ୍କୁ ଉଦ୍ଧାର କରି ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ପୋଲିସ ମୃତଦେହକୁ ଜବତ କରିଛି । ଖବର ଲେଖା ବେଳକୁ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିଲା । । ତାରାଗାଁ ନିକଟରେ ବସରୁ ଏକ ଶଦ୍ଦ ହୋଇ ବସ ଓଲଟିଥିବା ଯାତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ।

 

- Advertisement -spot_img

More articles

- Advertisement -spot_img

Latest article

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...

ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ମତେ...

ବୀରମହାରାଜପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର...

ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିଦର୍ଶନ

ପୁରୁଷୋତ୍ତମପୁର, (୧୫/୦୭) :ଆପ୍ର. : ପୁରୁଷୋତ୍ତମପୁର ରଥସାହି ରେ ଦୀର୍ଘ ୩୫୦ ବର୍ଷ ରୁ ଅଧିକ ସମୟ ଧରି ବିଜେ କରିଥିବା ଜଗନ୍ନାଥ ମନ୍ଦିର ର ନବୀକରଣ ପାଇଁ ପୁରୀ ମୁକ୍ତି ମଣ୍ଡପ...