32.9 C
Balāngīr
Tuesday, May 13, 2025

କଟକରୁ ଅଧ କେଜିରୁ ଅଧିକ ହିରୋଇନ୍ ଜବତ କଲା ଅବକାରୀ ବିଭାଗ, ଦୁଇ ଗିରଫ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

କଟକ, (୦୭/୦୫) : ଆପ୍ର. : କଟକରୁ ଅଧ କେଜିରୁ ଅଧିକ ହିରୋଇନ୍ ଜବତ୍ କଲା ଅବକାରୀ ଫ୍ଲାଇଙ୍ଗ ସ୍ଵାଡ। ଜବତ୍ ନିଶା ଦ୍ରବ୍ୟର ଆନୁମାନିକ ମୂଲ୍ୟ ୫୧ ଲକ୍ଷ ୫୦ ହଜାର ଟଙ୍କା ।

ଏନେଇ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଢେଙ୍କାନାଳ ଜିଲ୍ଲାର ସିପୁନ ନାୟକ ଏବଂ ଅନୁଗୁଳ ଜିଲ୍ଲାର ଦିବେସ ନାୟକ ଗିରଫ ହୋଇଛନ୍ତି । ଜଣେ ଅଭିଯୁକ୍ତ ଠାରୁ ୨୨୩ ଗ୍ରାମ ଏବଂ ଅନ୍ୟ ଜଣଙ୍କ ଠାରୁ ୨୯୨ ଗ୍ରାମ ହିରୋଇନ୍ ଜବତ କରାଯାଇଛି । ଆଜି ଅପରାହ୍ନରେ ମଙ୍ଗୁଳି ଅଞ୍ଚଳରେ ପେଟ୍ରଲିଂ ବେଳେ ଧରିଲା ଅବକାରୀ ବିଭାଗ । ସୂଚନା ମୁତାବକ ବାଲେଶ୍ଵରରୁ ନିଶା ଦ୍ରବ୍ୟ ଆଣି ଅନୁଗୁଳ ଚାଲାଣ କରୁଥିବା ବେଳେ ଧରାପଡିଥିବା ଜଣାପଡିଛି । ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...