32.9 C
Balāngīr
Tuesday, July 15, 2025

କଟକରେ ଆରମ୍ଭ ହେଲା ଆଦିବାସୀ ମେଳା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୦୯/୦୬) : ଗୁରୁବାର କଟକ ଉପର ବାଲିଯାତ୍ରା ପଡିଆରେ ଆଦିବାସୀ ମେଳାର ଉଦଘାଟନ ହୋଇଯାଇଛି। ତେବେ ଏହି ମେଳାଟି ଆଦିବାସୀ ଲୋକ ମାନଙ୍କୁ ପ୍ରୋତ୍ସାହିତ କରିବା ସହ ତାଙ୍କୁ ସ୍ବାବଲମ୍ବୀ କରିବ ଏବଂ ଯେଉଁ ଜିନିଷଗୁଡ଼ିକ ସହର ମଧ୍ୟରେ ମିଳୁନାହିଁ ତାହା ଏହି ମେଳା ଦ୍ଵାରା ସହର ବାସୀଙ୍କୁ ବିନା କ୍ଳେଶରେ ମିଳିବ ।

ଏହି ଆଦିବାସୀ ମେଳା ରେ ଅନେକ ଆଦିବାସୀ ଜାତୀୟ ଜିନିଷ ଯଥା ଘଣା ସୋରିଷ ତେଲ ଆଦିବାସୀ ଜାତୀୟ ବିଭିନ୍ନ କାରୁକାର୍ଯ୍ୟର ଆସବାବପତ୍ର, ବିଭିନ୍ନ ଔଷଧୀୟ ଜାତୀୟ ଜଡ଼ି ବୁଟି ଏବଂ ହାତ ତିଆରି ଲୁଗା ଇତ୍ୟାଦି ରହିଛି । ତେବେ ଏହା ସହର ବାସିଙ୍କ ମନୋରଞ୍ଜନ କରିବା ସହ ଆଦିବାସୀ ବ୍ୟବସାଇ ମାନେ ଭଲ ଦୁଇ ପଇସା ଲାଭ କରିବେ ବୋଲି ଆଶା ପ୍ରକଟ କରିଛନ୍ତି । ଏହାରି ମଧ୍ୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲା ଆଦିବାସୀ ନୃତ୍ୟ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...