32.9 C
Balāngīr
Wednesday, April 23, 2025

କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ପାଇଁ ଶୁଭ ଖମ୍ବ ସ୍ଥାପନ

Must read

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୦୨/୦୩) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହର ରେଲବାଇ ଖେଳ ପଡ଼ିଆରେ ଆସନ୍ତା ମାର୍ଚ୍ଚ ୧୦ ରୁ ଆରମ୍ଭ ହୋଇ ୩ ଦିନ ଧରି କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ଅନୁଷ୍ଠିତ ହେବ ବୋଲି କମିଟି ତରଫରୁ ସୂଚନା ଦିଆଯାଇଛି । WhatsApp Image 2025 03 03 at 13.48.19 କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ପାଇଁ ଶୁଭ ଖମ୍ବ ସ୍ଥାପନ

ଏହି ମହୋତ୍ସବ ଉପଲକ୍ଷେ ଆୟୋଜକ କମିଟି ପକ୍ଷରୁ ରବିବାର ରେଳବାଇ ଖେଳ ପଡ଼ିଆରେ ପୂଜା ଅର୍ଚ୍ଚନା କରି ଶୁଭ ଖମ୍ବ ସ୍ଥାପନ କରାଯାଇଛି । ଏହି ମହୋତ୍ସବ ରେ ରାଜ୍ଯ ତଥା ରାଜ୍ଯ ବାହାର ରୁ ଅନେକ କଳାକାର ଆସି ତାଙ୍କ କଳା ପ୍ରଦର୍ଶନ କରିବେ ସମ୍ବଲପୁରୀ ନାଚ ଗୀତ ତାଳେ ମଞ୍ଚ ଦୁଳକିବା ଏବଂ ଅଞ୍ଚଳ ଅନେକ ପ୍ରତିଭା ଏହି ମଞ୍ଚରେ ସମ୍ବର୍ଦ୍ଧିତ ହେବେ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ ତଥା ମହୋତ୍ସବ କମିଟି ର ଅଧ୍ୟକ୍ଷ ଲକ୍ଷ୍ମଣ ବାଗ, ସଭାପତି ବ୍ରଜ ଶ୍ୟାମ ଗୁରୁ, ଉପସଭାପତି କୈଳାସ ଦୀପ, ସଂଜୟ ଗାନ୍ଧୀ, ସହ ସମ୍ପାଦକ ତୁଳସିରାମ ଜଗତ, ଦିନେଶ ମହାନନ୍ଦ, ଆଶିଷ ଅଗ୍ରୱାଲ, ଆବାହକ ପୁଷ୍ପକେତୁ ବେହେରା, ପ୍ରଚାରକ ରୋହନ କୁମାର ମହତ, ଆଇନ ପରାମର୍ଶଦାତା ବିବେକ ଶର୍ମା, ସାଂକୃତିକ ସମ୍ପାଦକ ଅମର ବାଗ, କାର୍ଯ୍ଯକାରିଣୀ ସଦସ୍ଯ ପ୍ରମାନନ୍ଦ ପୁଟେଲ, ରାଜୁ ବାରିକ, ସୋହନ ଗୁରୁ, ସୋମନାଥ ସାହୁ, ମୋହନ ସୁନା, ଉମାକାନ୍ତ ମହାନନ୍ଦ, ବାବୁ ବାଗ, ଇଳୁ ନାଗ ପ୍ରମୁଖ ଉପସ୍ଥିତ ଥିଲେ।”

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...